Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 8:3 - ଓଡିଆ ବାଇବେଲ

3 ତହିଁରେ ପୃଥିବୀରୁ ଜଳ ବହିଯାଇ ଏକଶହ ପଚାଶ ଦିନର ଶେଷରେ ହ୍ରାସ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ପୃଥିବୀରୁ ଜଳ ବହିଯାଇ ଏକଶହ ପଚାଶ ଦିନର ଶେଷରେ ହ୍ରାସ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ପୃଥିବୀରୁ ଜଳ ବହିଯାଇ ଏକ ଶହ ପଚାଶ ଦିନର ଶେଷରେ ହ୍ରାସ ହେଲା।

Gade chapit la Kopi

ପବିତ୍ର ବାଇବଲ

3-4 ପୃଥିବୀକୁ ଆଚ୍ଛାଦନ କରିଥିବା ପାଣି ତଳକୁ ତଳକୁ ଗ୍ଭଲିଗଲା। ଏବଂ 150 ଦିନ ପରେ ଜଳପତ୍ତନ ଧୀରେ ଧୀରେ କମିଗଲା। ଏହା ପରେ ସପ୍ତଦଶ ମାସର ସପ୍ତଦଶ ଦିନରେ ଆରାରଟ୍ ପର୍ବତ ଉପରେ ଜାହାଜ ଲାଗି ରହିଲା।

Gade chapit la Kopi




ଆଦି ପୁସ୍ତକ 8:3
3 Referans Kwoze  

ଏହିରୂପେ ପୃଥିବୀ ଏକଶହ ପଚାଶ ଦିନ ପର୍ଯ୍ୟନ୍ତ ଜଳରେ ବୁଡ଼ି ରହିଲା।


ନୋହଙ୍କର ବୟସର ଛଅଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା।


ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।


Swiv nou:

Piblisite


Piblisite