Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 8:5 - ଓଡିଆ ବାଇବେଲ

5 ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହିରୂପେ ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ ଊଣା ପଡ଼ିଲା; ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।

Gade chapit la Kopi

ପବିତ୍ର ବାଇବଲ

5 ଏହିପରି ଦଶମ ମାସ ପର୍ଯ୍ୟନ୍ତ ଜଳ କ୍ରମଶଃ କମିଲା। ସେହି ଦଶମ ମାସର ପ୍ରଥମ ଦିନରେ ପର୍ବତଗଣର ଶୃଙ୍ଗ ଦେଖାଗଲା।

Gade chapit la Kopi




ଆଦି ପୁସ୍ତକ 8:5
4 Referans Kwoze  

ନୋହଙ୍କର ବୟସର ଛଅଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା।


ତହିଁରେ ପୃଥିବୀରୁ ଜଳ ବହିଯାଇ ଏକଶହ ପଚାଶ ଦିନର ଶେଷରେ ହ୍ରାସ ହେଲା।


ଏଥିଉତ୍ତାରେ ସପ୍ତମ ମାସର ସପ୍ତଦଶ ଦିନରେ ଆରାରାଟ୍‍ ପର୍ବତ ଉପରେ ଜାହାଜ ଲାଗି ରହିଲା।


ଏଥିଉତ୍ତାରେ ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ୱନିର୍ମିତ ଜାହାଜର ଝରକା ଫିଟାଇ ଗୋଟାଏ ଡାମରା କାଉକୁ ଉଡ଼ାଇ ଦେଲେ;


Swiv nou:

Piblisite


Piblisite