Biblia Todo Logo
Bib sou entènèt

- Piblisite -




ଆଦି ପୁସ୍ତକ 8:7 - ଓଡିଆ ବାଇବେଲ

7 ତହିଁରେ ପୃଥିବୀର ଜଳ ଶୁଷ୍କ ହେବା ପର୍ଯ୍ୟନ୍ତ ସେ ଏଣେତେଣେ ଗତାୟାତ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହିଁରେ ପୃଥିବୀର ଜଳ ଶୁଷ୍କ ହେବା ପର୍ଯ୍ୟନ୍ତ ସେ ଏଣେତେଣେ ଗତାୟାତ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହିଁରେ ପୃଥିବୀର ଜଳ ଶୁଷ୍କ ହେବା ପର୍ଯ୍ୟନ୍ତ ସେ ଏଣେତେଣେ ଗତାୟାତ କଲା।

Gade chapit la Kopi

ପବିତ୍ର ବାଇବଲ

7 ତା'ପରେ ନୋହ ଏକ କାଉକୁ ଆକାଶ ଉପରେ ଉଡ଼ାଇ ଦେଲେ। ସେହି କାଉଟି ପାଣି ଛାଡ଼ି ଭୂମି ଶୁଖିବା ପର୍ଯ୍ୟନ୍ତ ଏକ ସ୍ଥାନରୁ ଅନ୍ୟ ସ୍ଥାନକୁ ଉଡ଼ିଲା।

Gade chapit la Kopi




ଆଦି ପୁସ୍ତକ 8:7
7 Referans Kwoze  

ସେ ପଶୁକୁ ତାହାର ଆହାର ଦିଅନ୍ତି ଓ ରାବନ୍ତା ଡାମରା କାଉ ଛୁଆମାନଙ୍କୁ ଆହାର ଦିଅନ୍ତି।


ଡାମରା କାଉର ଛୁଆମାନେ ପରମେଶ୍ୱରଙ୍କ ନିକଟରେ ରାବ କରି ଖାଦ୍ୟ ଅଭାବରେ ଭ୍ରମଣ କଲା ବେଳେ କିଏ ତାହାକୁ ଆହାର ଯୋଗାଇ ଦିଏ ?


ପୁଣି, କାକମାନେ ପ୍ରାତଃକାଳରେ ରୁଟି ଓ ମାଂସ, ପୁଣି, ସନ୍ଧ୍ୟା ବେଳେ ରୁଟି ଓ ମାଂସ ତାଙ୍କ ପାଇଁ ଆଣିଲେ; ଆଉ ସେ ନଦୀରୁ ପାନ କଲେ।


ସେସ୍ଥାନରେ ତୁମ୍ଭେ ନଦୀରୁ ପାନ କରିବ ଓ ତୁମ୍ଭକୁ ଖାଦ୍ୟ ଯୋଗାଇବା ପାଇଁ ଆମ୍ଭେ କାକମାନଙ୍କୁ ଆଜ୍ଞା ଦେଇଅଛୁ।


ପୁଣି, ଆପଣା ଆପଣା ଜାତି ଅନୁସାରେ ସମସ୍ତ ଡାମରା କାଉ,


ଏଥିଉତ୍ତାରେ ଆଉ ଚାଳିଶ ଦିନ ଉତ୍ତାରେ ନୋହ ସ୍ୱନିର୍ମିତ ଜାହାଜର ଝରକା ଫିଟାଇ ଗୋଟାଏ ଡାମରା କାଉକୁ ଉଡ଼ାଇ ଦେଲେ;


ପୁନଶ୍ଚ, ନୋହ ଭୂମିରେ ଜଳର ହ୍ରାସ ବୁଝିବା ପାଇଁ ଗୋଟିଏ କାପ୍ତା ଉଡ଼ାଇ ଦେଲେ;


Swiv nou:

Piblisite


Piblisite