ଆଦି ପୁସ୍ତକ 9:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର। Gade chapit laପବିତ୍ର ବାଇବଲ (Re-edited) - (BSI)1 ଏଥିଉତ୍ତାରୁ ପରମେଶ୍ଵର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ,ତୁମ୍ଭେମାନେ ପ୍ରଜାବ; ଓ ବହୁବଂଶ ହୋଇ ପୃଥିବୀକି ପରିପୂର୍ଣ୍ଣ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ପରମେଶ୍ୱର ନୋହ ଓ ତାଙ୍କ ପୁତ୍ରମାନଙ୍କୁ ଆଶୀର୍ବାଦ କରି କହିଲେ, “ତୁମ୍ଭେମାନେ ପ୍ରଜାବନ୍ତ ଓ ବହୁବଂଶ ହୋଇ ପୃଥିବୀକୁ ପରିପୂର୍ଣ୍ଣ କର। Gade chapit laପବିତ୍ର ବାଇବଲ1 ପରମେଶ୍ୱର ନୋହ ଏବଂ ତାଙ୍କର ପୁତ୍ରମାନଙ୍କୁ ଆଶୀର୍ବାଦ କଲେ। ପରମେଶ୍ୱର ସେମାନଙ୍କୁ କହିଲେ, “ବହୁ ସନ୍ତାନ ଜନ୍ମ କର, ଲୋକ ଦ୍ୱାରା ପୃଥିବୀକୁ ପୂର୍ଣ୍ଣ କର। Gade chapit la |