Biblia Todo Logo
Bib sou entènèt

- Piblisite -




ଏବ୍ରୀ 11:10 - ଓଡିଆ ବାଇବେଲ

10 କାରଣ ଯେଉଁ ନଗର ଭିତ୍ତିମୂଳବିଶିଷ୍ଟ, ପୁଣି, ଯାହାର ଶିଳ୍ପୀ ଓ ନିର୍ମାତା ସ୍ୱୟଂ ଈଶ୍ୱର, ସେ ତହିଁର ଅପେକ୍ଷାରେ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 କାରଣ ଯେଉଁ ନଗର ଭିତ୍ତିମୂଳବିଶିଷ୍ଟ, ପୁଣି ଯାହାର ଶିଳ୍ପୀ ଓ ନିର୍ମାତା ସ୍ଵୟଂ ଈଶ୍ଵର, ସେ ତହିଁର ଅପେକ୍ଷାରେ ଥିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଯେଉଁ ଚିରସ୍ଥାୟୀ ନଗର ଈଶ୍ୱରଙ୍କ ଦ୍ୱାରା ପରିକଳ୍ପିତ ଓ ନିମର୍ତତ ଅବ୍ରାହାମ ସେହି ନଗରର ଅପେକ୍ଷାରେ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 କାରଣ ଯେଉଁ ନଗର ଭିତ୍ତିମୂଳବିଶିଷ୍ଟ, ପୁଣି, ଯାହାର ଶିଳ୍ପୀ ଓ ନିର୍ମାତା ସ୍ୱୟଂ ଈଶ୍ବର, ଅବ୍ରହାମ ତହିଁର ଅପେକ୍ଷାରେ ଥିଲେ।

Gade chapit la Kopi

ପବିତ୍ର ବାଇବଲ

10 ପରମେଶ୍ୱରଙ୍କଠାରୁ ସେହି ପ୍ରତିଜ୍ଞା ପାଇଥିଲେ। ଅବ୍ରହାମ ସୁଦୃଢ଼ ମୂଳଦୁଆ ଥିବା ନଗରୀର ଅପେକ୍ଷାରେ ଥିଲେ। ପରମେଶ୍ୱର ସ୍ୱୟଂ ସେହି ନଗରୀଟିର ଯୋଜନା ଓ ନିର୍ମାଣ କରିଥିଲେ।

Gade chapit la Kopi




ଏବ୍ରୀ 11:10
11 Referans Kwoze  

କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭାବି ନଗରର ଅନ୍ୱେଷଣ କରୁଅଛୁ ।


ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ;


କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ୱରଙ୍କ ନଗର, ଅର୍ଥାତ୍‍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,


କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ୱରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ ।


ଯେଣୁ ପ୍ରତ୍ୟେକ ଗୃହ କୌଣସି ନା କୌଣସି ବ୍ୟକ୍ତିଙ୍କ ଦ୍ୱାରା ନିର୍ମିତ ହୋଇଥାଏ, କିନ୍ତୁ ସମସ୍ତ ବିଷୟର ଯେ ନିର୍ମାଣକର୍ତ୍ତା, ସେ ଈଶ୍ୱର ।


ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି;


ପୁଣି, ମୁଁ ପବିତ୍ର ନଗରୀ, ଅର୍ଥାତ୍ ନୂତନ ଯିରୁଶାଲମକୁ ବର ନିମନ୍ତେ ସଜ୍ଜିତା କନ୍ୟାର ସଦୃଶ ପ୍ରସ୍ତୁତା ହୋଇ ସ୍ୱର୍ଗରୁ ଈଶ୍ୱରଙ୍କ ନିକଟରୁ ଅବତରଣ କରିବାର ଦେଖିଲି ।


ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଈଶ୍ୱରଙ୍କ ସନ୍ତୋଷଜନକ ଉପାସନା କରୁ ।


ଆଉ, ଏହି ଗୋଷ୍ଠୀର ଦୂତଗଣକୁ କି ଉତ୍ତର ଦିଆଯିବ ? ଏହି ଯେ, ସଦାପ୍ରଭୁ ସିୟୋନର ଭିତ୍ତିମୂଳ ସ୍ଥାପନ କରିଅଛନ୍ତି ଓ ତହିଁ ମଧ୍ୟରେ ତାହାଙ୍କର ଦୁଃଖଗ୍ରସ୍ତ ଲୋକମାନେ ଆଶ୍ରୟ ନିଅନ୍ତି।


କିନ୍ତୁ ସେମାନେ ଗୋଟିଏ ଉତ୍କୃଷ୍ଟତର, ଅର୍ଥାତ୍‍, ସ୍ୱର୍ଗୀୟ ଦେଶର ଆକାଂକ୍ଷା କରୁଥିଲେ; ଏହେତୁ ଈଶ୍ୱର ସେମାନଙ୍କ ଈଶ୍ୱର ବୋଲି ଖ୍ୟାତ ହେବାକୁ ସେମାନଙ୍କ ସମ୍ବନ୍ଧରେ ଲଜ୍ଜିତ ନୁହଁନ୍ତି, କାରଣ ସେ ସେମାନଙ୍କ ନିମନ୍ତେ ଗୋଟିଏ ନଗର ପ୍ରସ୍ତୁତ କରିଅଛନ୍ତି ।


Swiv nou:

Piblisite


Piblisite