ଏବ୍ରୀ 11:8 - ଓଡିଆ ବାଇବେଲ8 ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ । Gade chapit laପବିତ୍ର ବାଇବଲ (Re-edited) - (BSI)8 ବିଶ୍ଵାସ ଦ୍ଵାରା ଅବ୍ରହାମ ଆହ୍ଵାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାର ସ୍ଵରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରି-ଗଲେ। Gade chapit laପବିତ୍ର ବାଇବଲ (CL) NT (BSI)8 ଈଶ୍ୱର ଅବ୍ରାହାମଙ୍କୁ ଯେଉଁ ଦେଶ ଦେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ, ସେହି ଦେଶକୁ ଯିବା ପାଇଁ ସେ ଯେତେବେଳେ ତାଙ୍କୁ ଆହ୍ୱାନ କଲେ, ସେତେବେଳେ ଅବ୍ରାହାମ ବିଶ୍ୱାସରେ ଈଶ୍ୱରଙ୍କ ଆଜ୍ଞା ପାଳନ କରିଥିଲେ। ସେ କେଉଁଠାକୁ ଯାତ୍ରା କରୁଛନ୍ତି, ତାହା ନ ଜାଣି ସୁଦ୍ଧା ସ୍ୱଦେଶ ପରିତ୍ୟାଗ କରିଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ବିଶ୍ୱାସ ଦ୍ୱାରା ଅବ୍ରହାମ ଆହ୍ୱାନ ପ୍ରାପ୍ତ ହୁଅନ୍ତେ, ଯେଉଁ ଦେଶ ସେ ଅଧିକାରସ୍ୱରୂପେ ପାଇବାକୁ ଯାଉଥିଲେ, ଆଜ୍ଞାବହ ହୋଇ ସେଠାକୁ ବାହାରିଗଲେ, ପୁଣି, ସେ କେଉଁଠାକୁ ଯାଉଅଛନ୍ତି, ତାହା ନ ଜାଣି ସୁଦ୍ଧା ବାହାରିଗଲେ। Gade chapit laପବିତ୍ର ବାଇବଲ8 ପରମେଶ୍ୱର ଅବ୍ରହାମଙ୍କୁ ତାହାଙ୍କ ସ୍ଥାନ ଛାଡ଼ିବାକୁ, ଓ ଅନ୍ୟ ଗୋଟିଏ ସ୍ଥାନକୁ ଯିବା ପାଇଁ ଡାକିଲେ। ପରମେଶ୍ୱର ତାହାଙ୍କୁ ସେହି ଦେଶ ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ସେ କେଉଁଠାକୁ ଯାଉଅଛନ୍ତି, ତାହା ଅବ୍ରହାମ ଜାଣି ନ ଥିଲେ। କିନ୍ତୁ ଅବ୍ରହାମ ନିଜ ବିଶ୍ୱାସ ଦ୍ୱାରା ମାନିଲେ, ଓ ସେହି ସ୍ଥାନ ପାଇଁ ପ୍ରସ୍ଥାନ କଲେ। Gade chapit la |
ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।