Biblia Todo Logo
Bib sou entènèt

- Piblisite -




ଏବ୍ରୀ 12:8 - ଓଡିଆ ବାଇବେଲ

8 କିନ୍ତୁ ଯେଉଁ ଶାସନର ସମସ୍ତେ ସହଭାଗୀ, ଯଦି ତୁମ୍ଭେମାନେ ସେଥିର ଅଂଶୀ ନୁହଁ, ତେବେ ତୁମ୍ଭେମାନେ ପୁତ୍ର ନ ହୋଇ ଜାରଜ ଅଟ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 କିନ୍ତୁ ଯେଉଁ ଶାସନର ସମସ୍ତେ ସହଭାଗୀ, ଯଦି ତୁମ୍ଭେମାନେ ସେଥିର ଅଂଶୀ ନୁହଁ, ତେବେ ତୁମ୍ଭେମାନେ ପୁତ୍ର ନ ହୋଇ ଜାରଜ ଅଟ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ତାଙ୍କର ଅନ୍ୟ ପୁତ୍ରମାନଙ୍କ ପରି ତୁମକୁ ଯଦି ତୁମ ପିତା ଶାସନ କରନ୍ତି ନାହିଁ, ତେବେ ତ ତୁମେ ପ୍ରକୃତ ପୁତ୍ର ନୁହଁ, ତୁମେ ଜାରଜ ସନ୍ତାନ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 କିନ୍ତୁ ଯେଉଁ ଶାସନର ସମସ୍ତେ ସହଭାଗୀ, ଯଦି ତୁମ୍ଭେମାନେ ସେଥିର ଅଂଶୀ ନୁହଁ, ତେବେ ତୁମ୍ଭେମାନେ ପୁତ୍ର ନ ହୋଇ ଜାରଜ ଅଟ।

Gade chapit la Kopi

ପବିତ୍ର ବାଇବଲ

8 ପ୍ରତ୍ୟେକ ପୁତ୍ର ପିତା ଦ୍ୱାରା ଦଣ୍ଡ ପାଇ ଥାଏ। ଯଦି ତୁମ୍ଭେମାନେ କେବେ ଦଣ୍ଡ ପାଇ ନାହଁ ପ୍ରତ୍ୟେକ ପୁତ୍ର ଦଣ୍ଡ ପାଇବା ଉଚିତ୍, ତାହାହେଲେ ତୁମ୍ଭେମାନେ ଅବୈଧ ପୁତ୍ର ଅଟ ଏବଂ ପ୍ରକୃତ ପୁତ୍ର ନୁହଁ।

Gade chapit la Kopi




ଏବ୍ରୀ 12:8
5 Referans Kwoze  

କାରଣ ପ୍ରଭୁ ଯାହାକୁ ପ୍ରେମ କରନ୍ତି, ତାହାକୁ ଶାସନ କରନ୍ତି, ପୁଣି, ଯେଉଁ ପୁତ୍ରକୁ ସେ ଗ୍ରହଣ କରନ୍ତି, ତାହାକୁ ପ୍ରହାର କରନ୍ତି ।


ପରମେଶ୍ୱର ଇସ୍ରାଏଲ ପ୍ରତି, ନିର୍ମଳାନ୍ତଃକରଣ ଲୋକଙ୍କ ପ୍ରତି ନିଶ୍ଚୟ ମଙ୍ଗଳ ସ୍ୱରୂପ ଅଟନ୍ତି।


ଆଉ, ଜଗତ ସହିତ ଯେପରି ଦଣ୍ଡାଜ୍ଞା ପ୍ରାପ୍ତ ନ ହେଉ, ଏଥି ନିମନ୍ତେ ପ୍ରଭୁଙ୍କ ଦ୍ୱାରା ବିଚାରିତ ହୋଇ ଆମ୍ଭେମାନେ ଶାସ୍ତି ଭୋଗ କରୁଅଛୁ ।


Swiv nou:

Piblisite


Piblisite