Biblia Todo Logo
Bib sou entènèt

- Piblisite -




ଏବ୍ରୀ 2:5 - ଓଡିଆ ବାଇବେଲ

5 କାରଣ ଯେଉଁ ଭାବି ଜଗତର କଥା ଆମ୍ଭେମାନେ କହୁଅଛୁ, ତାହା ସେ ଦୂତମାନଙ୍କ ଅଧୀନ କରି ନାହାଁନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ଯେଉଁ ଭାବୀ ଜଗତର କଥା ଆମ୍ଭେମାନେ କହୁଅଛୁ, ତାହା ସେ ଦୂତମାନଙ୍କ ଅଧୀନ କରି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଈଶ୍ୱର ଯେଉଁ ନୂତନ ଜଗତ ସୃଷ୍ଟି କରିବେ ଓ ଯେଉଁ ଜଗତର କଥା ଆମ୍ଭେମାନେ କହୁଛୁ, ତାହାର ଅଧିପତି ଭାବରେ ସେ ସ୍ୱର୍ଗଦୂତମାନଙ୍କୁ ନିଯୁକ୍ତ କରି ନାହାଁନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ଯାହା ଭାବି ଜଗତର କଥା ଆମ୍ଭେମାନେ କହୁଅଛୁ, ତାହା ଈଶ୍ବର ଦୂତମାନଙ୍କ ଅଧୀନ କରି ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ

5 ଯେଉଁ ଭାବୀଜଗତ ବିଷୟରେ ଆମ୍ଭେ ଆଲୋଚନା କରୁଛୁ, ତାହାକୁ ଶାସନ କରିବା ପାଇଁ ପରମେଶ୍ୱର ଦୂତମାନଙ୍କୁ ବାଛି ନାହାନ୍ତି।

Gade chapit la Kopi




ଏବ୍ରୀ 2:5
5 Referans Kwoze  

ଆମ୍ଭେମାନେ ତାହାଙ୍କ ପ୍ରତିଜ୍ଞାନୁସାରେ ଗୋଟିଏ ନୂତନ ଆକାଶମଣ୍ଡଳ ଓ ନୂତନ ପୃଥିବୀର ଅପେକ୍ଷାରେ ଅଛୁ, ଯାହା ଧାର୍ମିକତାର ଆବାସସ୍ଥଳ ହେବ ।


ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ ।


ଈଶ୍ୱରଙ୍କ ଉତ୍ତମ ବାକ୍ୟ ଓ ଆଗାମୀ ଯୁଗର ଶକ୍ତି ଆସ୍ୱାଦନ କରିଅଛନ୍ତି,


ଆଉ, ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ, ତତ୍ପରେ ଯୁଗାନ୍ତ ହେବ ।


କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭାବି ନଗରର ଅନ୍ୱେଷଣ କରୁଅଛୁ ।


Swiv nou:

Piblisite


Piblisite