ଏବ୍ରୀ 3:5 - ଓଡିଆ ବାଇବେଲ5 ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ବନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ୱରୂପେ ପ୍ରକୃତରେ ବିଶ୍ୱସ୍ତ ଥିଲେ । Gade chapit laପବିତ୍ର ବାଇବଲ (Re-edited) - (BSI)5 ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ଵନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ଵରୂପେ ପ୍ରକୃତରେ ବିଶ୍ଵସ୍ତ ଥିଲେ। Gade chapit laପବିତ୍ର ବାଇବଲ (CL) NT (BSI)5 ସେବକ ଭାବରେ ମୋଶା ଈଶ୍ୱରଙ୍କ ଗୃହରେ ବିଶ୍ୱସ୍ତଭାବେ କାର୍ଯ୍ୟ କରିଥିଲେ ଏବଂ ଯେଉଁସବୁ ବିଷୟ ଈଶ୍ୱର ଭବିଷ୍ୟତରେ ଜଣାଇବାକୁ ଇଚ୍ଛା କରିଥିଲେ, ସେ ସର୍ମ୍ପକରେ ମୋଶା ସୂଚନା ଦେଇଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ବନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ୱରୂପେ ପ୍ରକୃତରେ ବିଶ୍ୱସ୍ତ ଥିଲେ। Gade chapit laପବିତ୍ର ବାଇବଲ5 କିନ୍ତୁ ପରମେଶ୍ୱର ସମସ୍ତ ବିଷୟ ନିର୍ମାଣ କରିଛନ୍ତି। ପରମେଶ୍ୱରଙ୍କ ଗୃହରେ ମୋଶା ଜଣେ ସେବକ ରୂପେ ବିଶ୍ୱସ୍ତ ଥିଲେ। ପରମେଶ୍ୱର ଭବିଷ୍ୟତରେ ଯାହାକିଛି କହିବେ, ସେ ଲୋକମାନଙ୍କୁ ସେହି କଥା କହିଥିଲେ। Gade chapit la |
ଏ ଉତ୍ତାରେ ସମୁଦାୟ ଇସ୍ରାଏଲ ଓ ସେମାନଙ୍କ ପ୍ରାଚୀନବର୍ଗ ଓ ଅଧ୍ୟକ୍ଷଗଣ ଓ ସେମାନଙ୍କ ବିଚାରକର୍ତ୍ତୃଗଣ, ଯେପରି ବିଦେଶୀ, ସେପରି ଗୃହଜାତ, ଅଧେ ଗରିଷୀମ ପର୍ବତ ଆଗରେ ଓ ଅଧେ ଏବଲ ପର୍ବତ ଆଗରେ, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହୀ ଲେବୀୟ ଯାଜକମାନଙ୍କ ସମ୍ମୁଖରେ ସିନ୍ଦୁକର ଏପାଖେ ଓ ସେପାଖେ ଠିଆ ହେଲେ; କାରଣ ପ୍ରଥମେ ଇସ୍ରାଏଲୀୟ ଲୋକମାନଙ୍କୁ ଆଶୀର୍ବାଦ କରିବା ପାଇଁ ସଦାପ୍ରଭୁଙ୍କ ସେବକ ମୋଶା ସେମାନଙ୍କୁ ଆଦେଶ ଦେଇଥିଲେ।
ପୁଣି ସଦାପ୍ରଭୁ ତୁମ୍ଭମାନଙ୍କୁ ଯେପରି ବିଶ୍ରାମ ଦେଇଅଛନ୍ତି, ସେପରି ତୁମ୍ଭମାନଙ୍କ ଭାଇମାନଙ୍କୁ ବିଶ୍ରାମ ଦେବା ଯାଏ, ମଧ୍ୟ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ସେମାନଙ୍କୁ ଯେଉଁ ଦେଶ ଦେବାକୁ ଉଦ୍ୟତ ଅଛନ୍ତି, ତାହା ସେମାନେ ଅଧିକାର କରିବାଯାଏ ତୁମ୍ଭେମାନେ ସେମାନଙ୍କର ଉପକାର କରିବ; ତହିଁ ଉତ୍ତାରେ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ସଦାପ୍ରଭୁଙ୍କ ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଦେଶ ଦେଇଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ସେହି ଅଧିକୃତ ଦେଶକୁ ଫେରି ଆସି ତାହା ଅଧିକାର କରିବ।