ଏବ୍ରୀ 4:10 - ଓଡିଆ ବାଇବେଲ10 ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ୱର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି । Gade chapit laପବିତ୍ର ବାଇବଲ (Re-edited) - (BSI)10 ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ଵର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି। Gade chapit laପବିତ୍ର ବାଇବଲ (CL) NT (BSI)10 ଈଶ୍ୱର ଯେପରି ଆପଣା କାର୍ଯ୍ୟରୁ ହେଲାଣି, ଅଥଚ ଏବେ ସୁଦ୍ଧା ଈଶ୍ୱରଙ୍କ ବାଣୀର ପ୍ରଥମିକ ତତ୍ତ୍ୱଗୁଡ଼ିକ ତୁମମାନଙ୍କୁ ଶିକ୍ଷଶ ଦେବାକୁ ବିଶ୍ରାମ କଲେ, ଯେ କେହି ତାଙ୍କ ‘ପ୍ରତିଜ୍ଞାତ ବିଶ୍ରାମକୁ ‘ଗ୍ରହଣ କରେ, ସେ ମଧ୍ୟ ନିଜର କର୍ମ କ୍ଳାନ୍ତିରୁ ବିଶ୍ରାମକୁ’ ଗ୍ରହଣ କରେ, ସେ ମଧ୍ୟ ନିଜର କର୍ମ କ୍ଳାନ୍ତିରୁ ବିଶ୍ରାମ ପାଇବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଯେଣୁ ଯେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିଅଛି, ଈଶ୍ବର ଆପଣା କାର୍ଯ୍ୟରୁ ଯେପରି ବିଶ୍ରାମ କଲେ, ସେପରି ସେ ମଧ୍ୟ ଆପଣା କାର୍ଯ୍ୟରୁ ବିଶ୍ରାମ ପ୍ରାପ୍ତ ହୋଇଅଛି। Gade chapit laପବିତ୍ର ବାଇବଲ10 ପରମେଶ୍ୱର ନିଜ କାମ ସମାପ୍ତ କଲା ପରେ ବିଶ୍ରାମ କଲେ। ସେପ୍ରକାର ପରମେଶ୍ୱରଙ୍କ ପରି ମନୁଷ୍ୟ ଆପଣା କାର୍ଯ୍ୟ ସମାପ୍ତ କଲାପରେ ବିଶ୍ରାମ ପାଇଥାଏ। Gade chapit la |