Biblia Todo Logo
Bib sou entènèt

- Piblisite -




ଏବ୍ରୀ 4:5 - ଓଡିଆ ବାଇବେଲ

5 ଆଉ ଏହି ସ୍ଥାନରେ ସେ ପୁନଶ୍ଚ କହିଅଛନ୍ତି, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ ଏହି ସ୍ଥାନରେ ସେ ପୁନଶ୍ଚ କହିଅଛନ୍ତି, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ପୁଣି ଏ ସର୍ମ୍ପକରେ ଅନ୍ୟତ୍ର ଉଲ୍ଲେଖ ଅଛି, “ସେମାନେ ମୋର ବିଶ୍ରାମରେ କଦାପି ପ୍ରବେଶ କରି ପାରିବେ ନାହିଁ”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ ଏହି ସ୍ଥାନରେ ସେ ପୁନଶ୍ଚ କହିଅଛନ୍ତି, “ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

5 ପରମେଶ୍ୱର ଆଉ ଏକ ଶାସ୍ତ୍ରରେ କହିଛନ୍ତି: “ସେହି ଲୋକମାନେ କେବେ ହେଲେ ମୋର ବିଶ୍ରାମ ସ୍ଥଳରେ ପ୍ରବେଶ କରିବେ ନାହିଁ।”

Gade chapit la Kopi




ଏବ୍ରୀ 4:5
3 Referans Kwoze  

ଏହେତୁ ସେମାନେ ଆମ୍ଭ ବିଶ୍ରାମରେ ପ୍ରବେଶ କରିବେ ନାହିଁ ବୋଲି ଆମ୍ଭେ ଆପଣା କୋପରେ ଶପଥ କଲୁ।


ଯେଣୁ ବିଶ୍ୱାସ କରିଅଛୁ ଯେ ଆମ୍ଭେମାନେ, କେବଳ ଆମ୍ଭେମାନେ ସେହି ବିଶ୍ରାମରେ ପ୍ରବେଶ କରିବା, ଯେପରି ସେ କହିଅଛନ୍ତି, ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ । କିନ୍ତୁ ଜଗତର ପତ୍ତନ ସମୟଠାରୁ ସମସ୍ତ କର୍ମ ସମାପ୍ତ ହୋଇଥିଲା;


ଏଣୁ ଆମ୍ଭେ ଆପଣା କ୍ରୋଧରେ ଶପଥ କଲୁ, ସେମାନେ ଆମ୍ଭର ବିଶ୍ରାମରେ ପ୍ରବେଶ କରିବେ ନାହିଁ ।


Swiv nou:

Piblisite


Piblisite