Biblia Todo Logo
Bib sou entènèt

- Piblisite -




ଏବ୍ରୀ 5:2 - ଓଡିଆ ବାଇବେଲ

2 ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ , କାରଣ ସେ ନିଜେ ମଧ୍ୟ ଦୁର୍ବଳତା ବିଶିଷ୍ଟ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ, କାରଣ ସେ ନିଜେ ମଧ୍ୟ ଦୁର୍ବଳତାବିଶିଷ୍ଟ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେ ନିଜେ ନାନା ପ୍ରକାର ଦୋଷ ଦୁର୍ବଳତାରେ ପୂର୍ଣ୍ଣ ହୋଇଥିବାରୁ ଦୋଷତ୍ରୁଟି କରୁଥିବା ନିର୍ବୋଧ ଲୋକମାନଙ୍କ ପ୍ରତି ସେ ସହନଶୀଳ ହୁଅନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ, କାରଣ ସେ ନିଜେ ମଧ୍ୟ ଦୁର୍ବଳତା ବିଶିଷ୍ଟ;

Gade chapit la Kopi

ପବିତ୍ର ବାଇବଲ

2 ଅନ୍ୟ ଲୋକମାନଙ୍କ ଭଳି ମହାଯାଜକର ମଧ୍ୟ ଦୁର୍ବଳତା ରହିଛି, ତେଣୁ ସେ ଅଜ୍ଞାନ ଓ ଭ୍ରାନ୍ତ ଲୋକମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ସମର୍ଥ।

Gade chapit la Kopi




ଏବ୍ରୀ 5:2
24 Referans Kwoze  

କାରଣ ଯେ ଆମ୍ଭମାନଙ୍କ ଦୁର୍ବଳତାରେ ଆମ୍ଭମାନଙ୍କ ପ୍ରତି ସହାନୁଭୂତି ଦେଖାଇବାକୁ ଅସମର୍ଥ, ଆମ୍ଭମାନଙ୍କର ଏପରି ମହାଯାଜକ ନାହାଁନ୍ତି, ବରଂ ସେ ପାପରହିତ ହୋଇ ଆମ୍ଭମାନଙ୍କ ପରି ସର୍ବତୋଭାବେ ପରୀକ୍ଷିତ ହେଲେ ।


କାରଣ ସେ ନିଜେ ପରୀକ୍ଷିତ ହୋଇ ଦୁଃଖଭୋଗ କରିଥିବାରୁ ପରୀକ୍ଷିତ ହେଉଥିବା ଲୋକମାନଙ୍କ ଉପକାର କରିବା ନିମନ୍ତେ ସକ୍ଷମ ଅଟନ୍ତି ।


ଯେଣୁ ମୋଶାଙ୍କ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ମୋଶାଙ୍କ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନନ୍ତକାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ପୁତ୍ରଙ୍କୁ ନିଯୁକ୍ତ କରେ ।


ପୁଣି, ଆପଣା ଆପଣା ପାଦ ନିମନ୍ତେ ସଳଖ ପଥ ପ୍ରସ୍ତୁତ କର ଯେପରି ଯାହା ଖଞ୍ଜ, ତାହା ଅଧିକ ବିକୃତ ନ ହୋଇ ବରଂ ସୁସ୍ଥ ହୁଏ ।


କିନ୍ତୁ ତୁମ୍ଭେମାନେ ଜାଣ ଯେ, ଶାରୀରିକ ପୀଡ଼ା ହେତୁ ମୁଁ ତୁମ୍ଭମାନଙ୍କ ନିକଟରେ ପ୍ରଥମ ଥର ସୁସମାଚାର ପ୍ରଚାର କରିଥିଲି


ଏହିପରି ଜଣକ ବିଷୟରେ ମୁଁ ଦର୍ପ କରିବି, କିନ୍ତୁ ମୋ' ନିଜ ବିଷୟରେ ମୋହର ଦୁର୍ବଳତା ବିନା ଆଉ କାହିଁରେ ଦର୍ପ କରିବି ନାହିଁ ।


ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;


ଯଦି ମୋହର ଦର୍ପ କରିବାର ଆବଶ୍ୟକ ହୁଏ, ତେବେ ମୁଁ ମୋହର ଦୁର୍ବଳତା ବିଷୟରେ ଦର୍ପ କରିବି।


କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର ।


ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ି ଦିଅ, ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।”


ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ସେମାନେ ଶୀଘ୍ର ତହିଁରୁ ବିମୁଖ ହେଲେ; ସେମାନେ ଆପଣାମାନଙ୍କ ନିମନ୍ତେ ଏକ ଛାଞ୍ଚରେ ଢଳା ବାଛୁରି ନିର୍ମାଣ କରି ତାକୁ ପୂଜା କଲେ, ପୁଣି, ତାହା ନିକଟରେ ବଳିଦାନ କରି କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”


ତଥାପି ସେମାନେ ଆପଣାମାନଙ୍କ ବିଚାରକର୍ତ୍ତାମାନଙ୍କ କଥା ଶୁଣିଲେ ନାହିଁ, ମାତ୍ର ଅନ୍ୟ ଦେବତାଗଣର ଅନୁଗମନ କରି ବ୍ୟଭିଚାର କଲେ ଓ ସେମାନଙ୍କୁ ପ୍ରଣାମ କଲେ; ସେମାନଙ୍କର ପିତୃଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ଯେଉଁ ପଥରେ ଗମନ କଲେ, ସେମାନେ ତଦନୁସାରେ ନ କରି ସେହି ପଥରୁ ଶୀଘ୍ର ବିମୁଖ ହେଲେ।


ଯେଉଁମାନେ ଭ୍ରାନ୍ତମନା, ସେମାନେ ମଧ୍ୟ ବୁଦ୍ଧି ପ୍ରାପ୍ତ ହେବେ ଓ ବଚସାକାରୀମାନେ ତତ୍ତ୍ୱ-କଥା ଶିଖିବେ।”


ସେମାନେ ଆପଣାମାନଙ୍କ ଠାରେ ଥିବା ମୁର୍ଖତା ହେତୁ ଓ ନିଜ ନିଜ ହୃଦୟର ଜଡତା ହେତୁ ଆପଣା ଆପଣା ବୁଦ୍ଧିରେ ଅନ୍ଧକାରାଚ୍ଛନ୍ନ ପୁଣି, ଈଶ୍ୱରଙ୍କଠାରୁ ବିଛିନ୍ନ ହୋଇଅଛନ୍ତି;


ଅତଏବ, ସମସ୍ତ ବିଷୟରେ ଆପଣା ଭ୍ରାତାମାନଙ୍କ ସଦୃଶ ହେବା ତାହାଙ୍କର ଉଚିତ ଥିଲା, ଯେପରି ସେ ଲୋକମାନଙ୍କ ପାପର ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଈଶ୍ୱରଙ୍କ ସେବା ସମ୍ବନ୍ଧରେ ଜଣେ ଦୟାଳୁ ଓ ବିଶ୍ୱସ୍ତ ମହାଯାଜକ ହୁଅନ୍ତି ।


କିନ୍ତୁ ଦ୍ୱିତୀୟ ଭାଗରେ କେବଳ ମହାଯାଜକ ବର୍ଷକୁ ଥରେ ପ୍ରବେଶ କରନ୍ତି, ଆଉ ସେ ଆପଣାର ଓ ଲୋକମାନଙ୍କର ଅଜ୍ଞାନକୃତ ପାପ ନିମନ୍ତେ ଉତ୍ସର୍ଗ କରିବାର ରକ୍ତ ନ ନେଇ ପ୍ରବେଶ କରନ୍ତି ନାହିଁ ।


ହେ ମୋହର ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ, ପୁଣି, କେହି ତାହାକୁ ଫେରାଇ ଆଣେ,


କାରଣ ତୁମ୍ଭେମାନେ ମେଷ ତୁଲ୍ୟ ବିପଥଗାମୀ ହୋଇଥିଲ, କିନ୍ତୁ ଏବେ ତୁମ୍ଭମାନଙ୍କ ଆତ୍ମାର ପାଳକ ଓ ଅଧ୍ୟକ୍ଷଙ୍କ ନିକଟକୁ ବାହୁଡ଼ି ଆସିଅଛ ।


Swiv nou:

Piblisite


Piblisite