ଏବ୍ରୀ 5:4 - ଓଡିଆ ବାଇବେଲ4 ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ୱରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ । Gade chapit laପବିତ୍ର ବାଇବଲ (Re-edited) - (BSI)4 ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ଵରଙ୍କ କର୍ତ୍ତୃକ ଆହୂତ ହେବା ଆବଶ୍ୟକ। Gade chapit laପବିତ୍ର ବାଇବଲ (CL) NT (BSI)4 କେହି ନିଜେ ନିଜକୁ ମହାଯାଜକର ସମ୍ମାନାସ୍ପଦ ପଦରେ ନିଯୁକ୍ତ କରିପାରେ ନାହିଁ। ହାରଣଙ୍କ ପରି ଯେ କେବଳ ଈଶ୍ୱରଙ୍କ ଦ୍ୱାରା ଆହୁତ, ସେ ମହାଯାଜକ ପଦ ଲାଭ କରେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଈଶ୍ବରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ। Gade chapit laପବିତ୍ର ବାଇବଲ4 ମହାଯାଜକ ହେବା ଏକ ସମ୍ମାନର ବିଷୟ। କିନ୍ତୁ କେହି ହେଲେ ନିଜେ ଏହି କାମ ପାଇଁ ବାଛେ ନାହିଁ। ଜଣଙ୍କୁ ପରମେଶ୍ୱରଙ୍କ ଦ୍ୱାରା ଆହୂତ ହେବାକୁ ପଡ଼ିବ, ଯେପରି ହାରୋଣ ଆହୂତ ହୋଇଥିଲେ। Gade chapit la |
ପୁଣି, ସେମାନେ ଉଷୀୟ ରାଜାଙ୍କୁ ନିବାରଣ କରି ତାଙ୍କୁ କହିଲେ, ହେ ଉଷୀୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଆପଣଙ୍କର ଅଧିକାର ନାହିଁ, ମାତ୍ର ହାରୋଣଙ୍କର ସନ୍ତାନ ଯେଉଁ ଯାଜକମାନେ ଧୂପ ଜ୍ୱଳାଇବା ପାଇଁ ପବିତ୍ରୀକୃତ ହୋଇଅଛନ୍ତି, ସେମାନଙ୍କର ଅଧିକାର ଅଟେ; ପବିତ୍ର ସ୍ଥାନରୁ ବାହାରି ଯାଉନ୍ତୁ; ଆପଣ ସତ୍ୟ-ଲଙ୍ଘନ କରିଅଛନ୍ତି; ଏହା ସଦାପ୍ରଭୁ ପରମେଶ୍ୱରଙ୍କଠାରୁ ଆପଣଙ୍କ ଗୌରବାର୍ଥେ ହେବ ନାହିଁ।