ଏବ୍ରୀ 8:12 - ଓଡିଆ ବାଇବେଲ12 କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ । Gade chapit laପବିତ୍ର ବାଇବଲ (Re-edited) - (BSI)12 କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ସେମାନଙ୍କର ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ। Gade chapit laପବିତ୍ର ବାଇବଲ (CL) NT (BSI)12 ମୁଁ ସେମାନଙ୍କର ସମସ୍ତ ପାପ କ୍ଷମା କରିବି ଓ ସେମାନଙ୍କର କୌଣସି ଅନ୍ୟାୟ ସ୍ମରଣରେ ରଖିବ ନାହିଁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ସେମାନଙ୍କର ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ।” Gade chapit laପବିତ୍ର ବାଇବଲ12 ଓ ମୋ’ ବିରୁଦ୍ଧରେ କରିଥିବା ଦୋଷ ସବୁ ମୁଁ କ୍ଷମା କରିଦେବି, ଏବଂ ମୁଁ ସେମାନଙ୍କ ପାପଗୁଡ଼ିକୁ ଆଉ ଅଧିକ ମନେ ରଖିବି ନାହିଁ।” Gade chapit la |
ପୁଣି, ‘ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ’ ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ;” କାରଣ ସଦାପ୍ରଭୁ କହନ୍ତି, “ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”