Biblia Todo Logo
Bib sou entènèt

- Piblisite -




ଏବ୍ରୀ 8:7 - ଓଡିଆ ବାଇବେଲ

7 କାରଣ ପ୍ରଥମ ନିୟମ ଯଦି ଦୋଷରହିତ ହୋଇଥାଆନ୍ତା, ତେବେ ଦ୍ୱିତୀୟ ନିୟମର କଥା ଉଠି ନ ଥାଆନ୍ତା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 କାରଣ ପ୍ରଥମ ନିୟମ ଯଦି ଦୋଷରହିତ ହୋଇଥାଆନ୍ତା, ତେବେ ଦ୍ଵିତୀୟ ନିୟମର କଥା ଉଠି ନ ଥାଆନ୍ତା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ପ୍ରଥମ ନିୟମରେ ଯଦି କୌଣସି ତ୍ରୁଟି ନ ଥାଆନ୍ତି, ତେବେ ଦ୍ୱିତୀୟ ନିୟମର ଆବଶ୍ୟକତା ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 କାରଣ ପ୍ରଥମ ନିୟମ ଯଦି ଦୋଷରହିତ ହୋଇଥାଆନ୍ତା, ତେବେ ଦ୍ୱିତୀୟ ନିୟମର କଥା ଉଠି ନ ଥାଆନ୍ତା।

Gade chapit la Kopi

ପବିତ୍ର ବାଇବଲ

7 ଯଦି ପ୍ରଥମ ନିୟମରେ କୌଣସି ଦୋଷ ନ ଥା’ନ୍ତା ତା'ହେଲେ ସେଠାରେ ଦ୍ୱିତୀୟ ନିୟମର ଆବଶ୍ୟକତା ନ ଥା’ନ୍ତା।

Gade chapit la Kopi




ଏବ୍ରୀ 8:7
5 Referans Kwoze  

ଆହୁରି ମଧ୍ୟ, ଯେଉଁ ଲେବୀୟ ଯାଜକତ୍ୱ ଅଧୀନରେ ଲୋକମାନେ ମୋଶାଙ୍କ ବ୍ୟବସ୍ଥା ପ୍ରାପ୍ତ ହେଲେ, ସେହି ଯାଜକତ୍ତ୍ୱ ଦ୍ୱାରା ଯଦି ସିଦ୍ଧି ଲାଭ ହୁଅନ୍ତା, ତାହାହେଲେ ହାରୋଣଙ୍କ ଶ୍ରେଣୀ ଅନୁସାରେ ଗଣିତ ନ ହୋଇ ମଲ୍‍କୀଷେଦକଙ୍କ ସଦୃଶ ଅନ୍ୟ ଜଣେ ଯାଜକ ଉତ୍ପନ୍ନ ହେବାର ଆଉ କ'ଣ ଆବଶ୍ୟକ ଥିଲା ?


ଏଥିରେ ଏକ ପକ୍ଷରେ ପୂର୍ବବର୍ତ୍ତୀ ଆଜ୍ଞା ଦୁର୍ବଳ ଓ ନିଷ୍ଫଳ ହେବାରୁ ତାହାର ଲୋପ ହୋଇଅଛି;


ତେବେ ମୋଶାଙ୍କ ବ୍ୟବସ୍ଥା କି ଈଶ୍ୱରଙ୍କ ପ୍ରତିଜ୍ଞାସମୂହର ବିରୁଦ୍ଧ ? ତାହା କେବେ ହେଁ ନ ହେଉ; କାରଣ ଯଦି ଜୀବନ ଦେବାକୁ ସମର୍ଥ ଏପରି ମୋଶାଙ୍କ ବ୍ୟବସ୍ଥା ଦିଆଯାଇଥାନ୍ତା, ତେବେ ଧାର୍ମିକତା ପ୍ରକୃତରେ ମୋଶାଙ୍କ ବ୍ୟବସ୍ଥାମୂଳକ ହୁଅନ୍ତା ।


କିନ୍ତୁ ଏବେ ଯେଉଁ ପରିମାଣରେ ଖ୍ରୀଷ୍ଟ ଉତ୍କୃଷ୍ଟତର ପ୍ରତିଜ୍ଞାଗୁଡ଼ିକ ଉପରେ ସ୍ଥାପିତ ଶ୍ରେଷ୍ଠତର ନିୟମର ମଧ୍ୟସ୍ଥ ହୋଇଅଛନ୍ତି, ସେହି ପରିମାଣରେ ମଧ୍ୟ ଉତ୍କୃଷ୍ଟତର ସେବକପଦ ପ୍ରାପ୍ତ ହୋଇଅଛନ୍ତି ।


ଆଉ ମୁଁ ଏହି ନିୟମ ଓ ଶପଥ କେବଳ ତୁମ୍ଭମାନଙ୍କ ସହିତ କରୁ ନାହିଁ;


Swiv nou:

Piblisite


Piblisite