Biblia Todo Logo
Bib sou entènèt

- Piblisite -




ହୋଶେୟ 1:3 - ଓଡିଆ ବାଇବେଲ

3 ତହିଁରେ ସେ ଯାଇ ଦିବ୍‍ଲାଇମର କନ୍ୟା ଗୋମରକୁ ଗ୍ରହଣ କଲା ଓ ସେ ଗର୍ଭବତୀ ହୋଇ ତାହାର ଏକ ପୁତ୍ର ପ୍ରସବ କଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହିଁରେ ସେ ଯାଇ ଦିବ୍ଲାଇମର କନ୍ୟା ଗୋମରକୁ ଗ୍ରହଣ କଲା ଓ ସେ ଗର୍ଭବତୀ ହୋଇ ତାହାର ଏକ ପୁତ୍ର ପ୍ରସବ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହିଁରେ ସେ ଯାଇ ଦିବ୍ଲାଇମର କନ୍ୟା ଗୋମରକୁ ଗ୍ରହଣ କଲା ଓ ସେ ଗର୍ଭବତୀ ହୋଇ ତାହାର ଏକ ପୁତ୍ର ପ୍ରସବ କଲା।

Gade chapit la Kopi

ପବିତ୍ର ବାଇବଲ

3 ତେଣୁ ହୋଶେୟ ଦିବ୍ଲାଇମଙ୍କ କନ୍ୟା ଗୋମରଙ୍କୁ ବିବାହ କଲେ। ଗୋମରା ଗର୍ଭବତୀ ହେଲେ ଏବଂ ହୋଶେୟଙ୍କ ପାଇଁ ଏକ ପୁତ୍ର ସନ୍ତାନ ଜନ୍ମ କଲେ।

Gade chapit la Kopi




ହୋଶେୟ 1:3
3 Referans Kwoze  

ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟା ହବାଙ୍କର ସହବାସ କରନ୍ତେ, ସେ ଗର୍ଭବତୀ ହୋଇ କୟିନ (ଅର୍ଥାତ୍‍ ଲାଭ) ନାମକ ଗୋଟିଏ ପୁତ୍ର ପ୍ରସବ କରି କହିଲେ, “ସଦାପ୍ରଭୁଙ୍କ ସାହାଯ୍ୟରେ ମୋହର ଏକ ନର ଲାଭ ହୋଇଅଛି।”


ସେମାନଙ୍କ ମଧ୍ୟରେ ଜ୍ୟେଷ୍ଠାର ନାମ ଅହଲା (ତାହାର ତମ୍ବୁ) ଓ ତାହାର ଭଗିନୀର ନାମ ଅହଲୀବା (ତାହାର ମଧ୍ୟରେ ଆମ୍ଭର ତମ୍ବୁ); ସେମାନେ ଆମ୍ଭର ହେଲେ ଓ ପୁତ୍ର କନ୍ୟା ପ୍ରସବ କଲେ। ପୁଣି, ନାମାନୁସାରେ ଶମରୀୟା ଅହଲା ଓ ଯିରୂଶାଲମ ଅହଲୀବା ଅଟେ।


Swiv nou:

Piblisite


Piblisite