ହୋଶେୟ 10:4 - ଓଡିଆ ବାଇବେଲ4 ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି; ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷ ବୃକ୍ଷ, ସେପରି ସେମାନଙ୍କର ଦଣ୍ଡ ଅଙ୍କୁରିତ ହୁଏ। Gade chapit laପବିତ୍ର ବାଇବଲ (Re-edited) - (BSI)4 ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି; ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷ ବୃକ୍ଷ, ସେପରି ସେମାନଙ୍କର ଦଣ୍ତ ଅଙ୍କୁରିତ ହୁଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ସେମାନେ ନିୟମ କରିବା ସମୟରେ ମିଥ୍ୟା ଶପଥ କରି ଅସାର କଥା କୁହନ୍ତି; ଏଥିପାଇଁ କ୍ଷେତ୍ରର ଶିଆରରେ ଯେପରି ବିଷବୃକ୍ଷ, ସେପରି ସେମାନଙ୍କର ଦଣ୍ଡ ଅଙ୍କୁରିତ ହୁଏ। Gade chapit laପବିତ୍ର ବାଇବଲ4 ସେମାନେ ଶପଥ ନିଅନ୍ତି କିନ୍ତୁ ସେମାନେ କେବଳ ମିଥ୍ୟା କୁହନ୍ତି। ସେମାନେ ସେମାନଙ୍କର ଶପଥ ରକ୍ଷା କରନ୍ତି ନାହିଁ। ସେମାନେ ଚୁକ୍ତି କରନ୍ତି। ସେଥିପାଇଁ ନ୍ୟାୟ କୃଷିକ୍ଷେତ୍ରରେ ବିଷାକ୍ତ ଅନାବନା ଘାସ ପରି ବଢ଼େ। Gade chapit la |
ସେ ସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, “ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହି ସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ ?”