ହୋଶେୟ 11:3 - ଓଡିଆ ବାଇବେଲ3 ତଥାପି ଆମ୍ଭେ ଇଫ୍ରୟିମକୁ ଚାଲିବା ପାଇଁ ଶିଖାଇଲୁ; ଆମ୍ଭେ ସେମାନଙ୍କୁ ଆପଣା ବାହୁରେ ବୋହିଲୁ; ମାତ୍ର ଆମ୍ଭେ ଯେ ସେମାନଙ୍କୁ ସୁସ୍ଥ କଲୁ, ଏହା ସେମାନେ ଜାଣିଲେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତଥାପି ଆମ୍ଭେ ଇଫ୍ରୟିମକୁ ଚାଲିବା ପାଇଁ ଶିଖାଇଲୁ; ଆମ୍ଭେ ସେମାନଙ୍କୁ ଆପଣା ବାହୁରେ ବହିଲୁ; ମାତ୍ର ଆମ୍ଭେ ଯେ ସେମାନଙ୍କୁ ସୁସ୍ଥ କଲୁ, ଏହା ସେମାନେ ଜାଣିଲେ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତଥାପି ଆମ୍ଭେ ଇଫ୍ରୟିମକୁ ଚାଲିବା ପାଇଁ ଶିଖାଇଲୁ; ଆମ୍ଭେ ସେମାନଙ୍କୁ ଆପଣା ବାହୁରେ ବୋହିଲୁ; ମାତ୍ର ଆମ୍ଭେ ଯେ ସେମାନଙ୍କୁ ସୁସ୍ଥ କଲୁ, ଏହା ସେମାନେ ଜାଣିଲେ ନାହିଁ। Gade chapit laପବିତ୍ର ବାଇବଲ3 “ଆମ୍ଭେ ଇଫ୍ରୟିମକୁ ଗ୍ଭଲିବା ଶିଖାଇଲୁ। ଆମ୍ଭେ ଇସ୍ରାଏଲୀୟଙ୍କୁ ଆମ୍ଭର ବାହୁରେ ନେଇଥିଲୁ। ଆମ୍ଭେ ସେମାନଙ୍କୁ ସୁସ୍ଥ କଲୁ। କିନ୍ତୁ ସେମାନେ ତାହା ଅନୁଭବ କଲେ ନାହିଁ। Gade chapit la |