ହୋଶେୟ 11:5 - ଓଡିଆ ବାଇବେଲ5 ସେ ମିସର ଦେଶକୁ ଫେରି ଯିବ ନାହିଁ; ମାତ୍ର ଅଶୂରୀୟ ତାହାର ରାଜା ହେବ, କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା। Gade chapit laପବିତ୍ର ବାଇବଲ (Re-edited) - (BSI)5 ସେ ମିସର ଦେଶକୁ ଫେରି ଯିବ ନାହିଁ; ମାତ୍ର ଅଶୂରୀୟ ତାହାର ରାଜା ହେବ, କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେ ମିସର ଦେଶକୁ ଫେରିଯିବ ନାହିଁ; ମାତ୍ର ଅଶୂରୀୟ ତାହାର ରାଜା ହେବ, କାରଣ ସେ ଫେରି ଆସିବାକୁ ଅସମ୍ମତ ହେଲା। Gade chapit laପବିତ୍ର ବାଇବଲ5 “ଇସ୍ରାଏଲୀୟମାନେ ପରମେଶ୍ୱରଙ୍କ ନିକଟକୁ ଫେରିବାକୁ ମନା କଲେ। ତେଣୁ ସେଥିପାଇଁ ସେମାନେ ମିଶର ଯିବେ। ଅଶୂରର ରାଜା ସେମାନଙ୍କର ରାଜା ହେବେ। Gade chapit la |