Biblia Todo Logo
Bib sou entènèt

- Piblisite -




ହୋଶେୟ 12:12 - ଓଡିଆ ବାଇବେଲ

12 ପୁଣି, ଯାକୁବ ଅରାମ ଦେଶକୁ ପଳାଇ ଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ପୁଣି, ଯାକୁବ ଅରାମ ଦେଶକୁ ପଳାଇ ଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ପୁଣି, ଯାକୁବ ଅରାମ ଦେଶକୁ ପଳାଇଗଲା ଓ ଇସ୍ରାଏଲ ଭାର୍ଯ୍ୟାର ନିମନ୍ତେ ଦାସ୍ୟକର୍ମ କଲା ଓ ଭାର୍ଯ୍ୟା ନିମନ୍ତେ ମେଷ ଚରାଇଲା।

Gade chapit la Kopi

ପବିତ୍ର ବାଇବଲ

12 “ଯାକୁବ ଅରାମ ରାଜ୍ୟକୁ ପଳାଇଲେ। ସେହି ସ୍ଥାନରେ ଇସ୍ରାଏଲ ଗୋଟିଏ ସ୍ତ୍ରୀ ପାଇଁ କାର୍ଯ୍ୟ କରୁଥିଲେ। ସେ ଅନ୍ୟ ସ୍ତ୍ରୀ ପାଇବାକୁ ମେଷ ରଖିଲେ।

Gade chapit la Kopi




ହୋଶେୟ 12:12
9 Referans Kwoze  

ମୁଁ କୋଡ଼ିଏ ବର୍ଷ କାଳ ତୁମ୍ଭ ଘରେ ରହିଲି; ତୁମ୍ଭର ଦୁଇ ଝିଅ ନିମନ୍ତେ ଚଉଦ ବର୍ଷ ଓ ପଶୁମାନଙ୍କ ନିମନ୍ତେ ଛଅ ବର୍ଷ ଦାସ୍ୟକର୍ମ କଲି; ଏଥିମଧ୍ୟରେ ତୁମ୍ଭେ ଦଶଥର ମୋହର ବେତନ ପରିବର୍ତ୍ତନ କରିଅଛ।


ଏଥିପାଇଁ, ପୁତ୍ର, ମୋହର କଥା ଶୁଣ; ତୁମ୍ଭେ ହାରଣ ନଗରକୁ ପଳାଇ ମୋହର ଭ୍ରାତା ଲାବନ ନିକଟକୁ ଯାଅ।


ପୁଣି ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଉତ୍ତର ଦେଇ କହିବ, “ଏକଜଣ ଭ୍ରମଣକାରୀ ଅରାମୀୟ ଲୋକ ଆମ୍ଭର ପିତା ଥିଲା ଓ ସେ ଅଳ୍ପସଂଖ୍ୟକ ହୋଇ ମିସରକୁ ଯାଇ ପ୍ରବାସ କଲା; ପୁଣି ସେ ସ୍ଥାନରେ ସେ ମହାନ୍, ବଳବାନ ଓ ବହୁସଂଖ୍ୟକ ଏକ ଗୋଷ୍ଠୀ ହୋଇ ଉଠିଲା।


ମୁଁ ଯେଉଁମାନଙ୍କ ନିମନ୍ତେ ତୁମ୍ଭର ଦାସ୍ୟକର୍ମ କରିଅଛି, ମୋହର ସେହି ଭାର୍ଯ୍ୟାମାନଙ୍କୁ ଓ ପୁତ୍ରଗଣକୁ ନେଇ ଯିବାକୁ ଦିଅ; ଯେହେତୁ ଯେଉଁ ପ୍ରକାରେ ତୁମ୍ଭର ଦାସ୍ୟକର୍ମ କରିଅଛି, ତାହା ତୁମ୍ଭେ ଜ୍ଞାତ ଅଟ।”


ହେ ଇସ୍ରାଏଲ, ତୁମ୍ଭେ ଯଦ୍ୟପି ବେଶ୍ୟାବୃତ୍ତି କର, ତଥାପି ଯିହୁଦା ସେପରି ଦୋଷଗ୍ରସ୍ତ ନ ହେଉ; ଆଉ, ତୁମ୍ଭେମାନେ ଗିଲ୍‍ଗଲ୍‍ରେ ଉପସ୍ଥିତ ହୁଅ ନାହିଁ, କିଅବା ବେଥ୍-ଆବନକୁ ଯାଅ ନାହିଁ; ଅଥବା ସେଠାରେ ଜୀବିତ ସଦାପ୍ରଭୁ ବୋଲି ଶପଥ କର ନାହିଁ।


ଗିଲୀୟଦ ଅଧର୍ମାଚାରୀମାନଙ୍କ ନଗର, ତାହା ରକ୍ତରେ ଦାଗଯୁକ୍ତ ହୋଇଅଛି।


Swiv nou:

Piblisite


Piblisite