ହୋଶେୟ 12:6 - ଓଡିଆ ବାଇବେଲ6 ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟ ବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଏନିମନ୍ତେ ତୁମ୍ଭେ ଆପଣା ପରମେଶ୍ଵରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟ ବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ଵରଙ୍କ ଅପେକ୍ଷାରେ ଥାଅ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଥିନିମନ୍ତେ ତୁମ୍ଭେ ଆପଣା ପରମେଶ୍ୱରଙ୍କ ନିକଟକୁ ଫେର; ଦୟା ଓ ନ୍ୟାୟବିଚାର ପାଳନ କର ଓ ସର୍ବଦା ତୁମ୍ଭ ପରମେଶ୍ୱରଙ୍କ ଅପେକ୍ଷାରେ ଥାଅ। Gade chapit laପବିତ୍ର ବାଇବଲ6 ତେଣୁ ତୁମ୍ଭେମାନେ ସେହି ପରମେଶ୍ୱରଙ୍କ ନିକଟକୁ ଫେରି ଆସ। ତାଙ୍କ ପ୍ରତି ବିଶ୍ୱସ୍ତ ହୁଅ। ଠିକ୍ କାର୍ଯ୍ୟ କର। ସର୍ବଦା ପରମେଶ୍ୱରଙ୍କଠାରେ ବିଶ୍ୱାସ ରଖ। Gade chapit la |
ଏହେତୁ ସଦାପ୍ରଭୁ କହନ୍ତି, ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭ ଅପେକ୍ଷାରେ ଥାଅ; କାରଣ ଆମ୍ଭେ ଆପଣା କୋପ ଓ ପ୍ରଚଣ୍ଡ କ୍ରୋଧ ରାଜ୍ୟସକଳର ଉପରେ ଢାଳିବା ନିମନ୍ତେ ଯେପରି ସେମାନଙ୍କୁ ଏକତ୍ର କରିବା, ଏଥିପାଇଁ ଗୋଷ୍ଠୀଗଣକୁ ସଂଗ୍ରହ କରିବାକୁ ଆମ୍ଭର ସ୍ଥିର ବିଚାର ଅଛି; କାରଣ ଆମ୍ଭର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ପୃଥିବୀ ଗ୍ରାସିତ ହେବ।