ହୋଶେୟ 12:7 - ଓଡିଆ ବାଇବେଲ7 ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ। Gade chapit laପବିତ୍ର ବାଇବଲ (Re-edited) - (BSI)7 ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେ ଜଣେ ବ୍ୟବସାୟୀ ଅଟେ, ତାହାର ହସ୍ତରେ ଛଳନାର ନିକ୍ତି ଅଛି; ସେ ଉପଦ୍ରବ କରିବାକୁ ଭଲ ପାଏ। Gade chapit laପବିତ୍ର ବାଇବଲ7 “ଯାକୁବ ଜଣେ ପ୍ରକୃତ ବ୍ୟବସାୟୀ। ସେ ଏପରିକି ତା'ର ବନ୍ଧୁଙ୍କୁ ମଧ୍ୟ ଠକେ। ଏପରିକି ତାଙ୍କ ନିକିତି ମଧ୍ୟ ମିଛ କହେ। Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
ଦେଖ, ମୁଁ ଏଠାରେ ଅଛି; ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ଅଭିଷିକ୍ତଙ୍କ ସମ୍ମୁଖରେ, ମୋହର ବିରୁଦ୍ଧରେ ସାକ୍ଷ୍ୟ ଦିଅ; ମୁଁ କାହାର ଗୋରୁ ନେଇଅଛି ? ଅବା ମୁଁ କାହାର ଗଧ ନେଇଅଛି ? ଅବା ମୁଁ କାହାର ଅନ୍ୟାୟ କରିଅଛି ? ମୁଁ କାହା ପ୍ରତି ଉପଦ୍ରବ କରିଅଛି ? କିଅବା ମୁଁ ଆପଣା ଚକ୍ଷୁକୁ ଅନ୍ଧ କରିବା ପାଇଁ କାହା ହସ୍ତରୁ ଲାଞ୍ଚ ନେଇଅଛି ? ମୁଁ ତୁମ୍ଭମାନଙ୍କୁ ତାହା ଫେରାଇ ଦେବି।