ହୋଶେୟ 2:13 - ଓଡିଆ ବାଇବେଲ13 ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା,” ଏହା ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)13 ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ଵଳାଇଲା, ସେହି ବାଲ୍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେସମୟରେ ସେ କର୍ଣ୍ଣକୁଣ୍ତଳ ଓ ଅଳଙ୍କାରାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା, ଏହା ସଦାପ୍ରଭୁ କହନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା, ଏହା ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ13 “ସେ ବାଲ୍କୁ ସେବା କରୁଥିଲା। ତେଣୁ ଆମ୍ଭେ ତାକୁ ଦଣ୍ତ ଦେବା। ସେ ବାଲ୍କୁ ଧୂପ ଦେଉଥିଲା। ସେ ଭଲ ପୋଷାକ ପରିଧାନ କରୁଥିଲା ଓ ତା'ର ଅଳଙ୍କାର, ନାକରେ ଗହଣା ପିନ୍ଧି ସେହି ମିଥ୍ୟା ପ୍ରେମିକମାନଙ୍କ ନିକଟକୁ ଯାଉଥିଲା ଏବଂ ଆମ୍ଭଙ୍କୁ ଭୁଲିଯାଇଥିଲା।” ସଦାପ୍ରଭୁ ଏହା କହିଲେ। Gade chapit la |