ହୋଶେୟ 2:5 - ଓଡିଆ ବାଇବେଲ5 ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, “ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନାବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।” Gade chapit laପବିତ୍ର ବାଇବଲ (Re-edited) - (BSI)5 ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନାବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଯେହେତୁ ସେମାନଙ୍କର ମାତା ବେଶ୍ୟାବୃତ୍ତି କରିଅଛି; ସେମାନଙ୍କର ଗର୍ଭଧାରିଣୀ ଲଜ୍ଜାକର କର୍ମ କରିଅଛି; କାରଣ ସେ କହିଲା, ‘ମୋର ଯେଉଁ ପ୍ରେମିକଗଣ ମୋତେ ଅନ୍ନ, ଜଳ, ମେଷଲୋମ, ମସିନା ବସ୍ତ୍ର, ତୈଳ ଓ ମୋର ପେୟଦ୍ରବ୍ୟ ମୋତେ ଦିଅନ୍ତି, ମୁଁ ସେମାନଙ୍କର ପଛେ ପଛେ ଯିବି।’ Gade chapit laପବିତ୍ର ବାଇବଲ5 ସେମାନଙ୍କର ମା ବେଶ୍ୟାପରି କାମ କରିଅଛି। ସେମାନଙ୍କର ମାଙ୍କ କୃତ କର୍ମ ପାଇଁ ଲଜ୍ଜିତ ହେବା ଉଚିତ୍। ସେ କହିଲା, ‘ମୁଁ ମୋର ପ୍ରେମିକମାନଙ୍କ ପାଖକୁ ଯିବି। ମୋର ପ୍ରେମିକମାନେ ମୋତେ ଖାଦ୍ୟ ଓ ପାଣି ଦେବେ। ସେମାନେ ମୋତେ ପଶମ ଓ ଲାଇଲନ୍ ଦେବେ। ସେମାନେ ମୋତେ ଦ୍ରାକ୍ଷାରସ ଓ ଅଲିଭ୍ ତେଲ ଦେବେ।’ Gade chapit la |
ସଦାପ୍ରଭୁ କହନ୍ତି, “ଆମ୍ଭେ ଦ୍ରାକ୍ଷାଫଳର ନ୍ୟାୟ ଇସ୍ରାଏଲକୁ ପ୍ରାନ୍ତରରେ ପାଇଲୁ; ଆମ୍ଭେ ଡିମ୍ବିରି ବୃକ୍ଷର ପ୍ରଥମକାଳୀନ ଆଦ୍ୟପକ୍ୱ ଡିମ୍ବିରି ଫଳ ସଦୃଶ୍ୟ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଦେଖିଲୁ; ମାତ୍ର ସେମାନେ ବାଲ୍-ପିୟୋରର ନିକଟକୁ ଆସି ସେହି ଲଜ୍ଜାସ୍ପଦର ଉଦ୍ଦେଶ୍ୟରେ ଆପଣାମାନଙ୍କୁ ପ୍ରତିଷ୍ଠା କଲେ ଓ ଯାହାକୁ ସେମାନେ ପ୍ରେମ କଲେ, ତାହାରି ତୁଲ୍ୟ ଘୃଣାଯୋଗ୍ୟ ହେଲେ।