ହୋଶେୟ 4:7 - ଓଡିଆ ବାଇବେଲ7 ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)7 ସେମାନେ ବୃଦ୍ଧି ପାଇବା ପ୍ରମାଣେ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ ଯେତେ ଅଧିକ ବୃଦ୍ଧି ପାଇଲେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କଲେ; ଆମ୍ଭେ ସେମାନଙ୍କର ଗୌରବ ଅପମାନରେ ପରିଣତ କରିବା। Gade chapit laପବିତ୍ର ବାଇବଲ7 ସେମାନଙ୍କର ସଂଖ୍ୟା ଓ ଶକ୍ତି ଯେତେ ଯେତେ ବଢ଼େ, ସେମାନେ ସେତେ ଅଧିକ ଆମ୍ଭ ବିରୁଦ୍ଧରେ ପାପ କରନ୍ତି। ତେଣୁ ସେମାନଙ୍କର ଗୌରବକୁ ଆମ୍ଭେ ଲଜ୍ଜାରେ ପରିଣତ କରିବା। Gade chapit la |
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ।