ହୋଶେୟ 4:9 - ଓଡିଆ ବାଇବେଲ9 ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା। Gade chapit laପବିତ୍ର ବାଇବଲ (Re-edited) - (BSI)9 ଏଣୁ ଯଥା ଲୋକ ତଥା ଯାଜକ ହେବେ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ତ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏଣୁ ଯେପରି ଲୋକମାନଙ୍କ ଉପରେ ସେହିପରି ଯାଜକମାନଙ୍କ ଉପରେ ବର୍ତ୍ତିବ; ପୁଣି, ଆମ୍ଭେ ସେମାନଙ୍କ ଆଚରଣ ଅନୁଯାୟୀ ସେମାନଙ୍କୁ ଦଣ୍ଡ ଦେବା ଓ ସେମାନଙ୍କ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବା। Gade chapit laପବିତ୍ର ବାଇବଲ9 ତେଣୁ ଯାଜକମାନେ ଜୀବନ ଶୈଳୀରେ ସେହି ଲୋକମାନଙ୍କ ପରି ହେଲେ। ଆମ୍ଭେ ସେମାନଙ୍କୁ ଦଣ୍ତ ଦେବା। ସେମାନଙ୍କର ମନ୍ଦକାର୍ଯ୍ୟ ଲାଗି ଆମ୍ଭେ ସେମାନଙ୍କୁ ଫଳ ଦେବା। Gade chapit la |
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”