ହୋଶେୟ 6:6 - ଓଡିଆ ବାଇବେଲ6 କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ। Gade chapit laପବିତ୍ର ବାଇବଲ (Re-edited) - (BSI)6 କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ଵର ବିଷୟକ ଜ୍ଞାନ ବାସନା କରୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କାରଣ ବଳିଦାନ ନୁହେଁ, ମାତ୍ର ଦୟା ଓ ହୋମ ଅପେକ୍ଷା ପରମେଶ୍ୱର ବିଷୟକ ଜ୍ଞାନ ବାଞ୍ଛା କରୁ। Gade chapit laପବିତ୍ର ବାଇବଲ6 କାରଣ ଆମ୍ଭେ ବିଶ୍ୱସ୍ତ ପ୍ରେମ ଗ୍ଭହୁଁ, ବଳିଦାନ ନୁହେଁ। ଲୋକମାନେ ପରମେଶ୍ୱରଙ୍କୁ ଜାଣନ୍ତୁ ବୋଲି ଆମ୍ଭେ ଗ୍ଭହୁଁ, କିନ୍ତୁ ହୋମବଳି ଆଣନ୍ତୁ ବୋଲି ନୁହେଁ। Gade chapit la |
ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।