ହୋଶେୟ 7:7 - ଓଡିଆ ବାଇବେଲ7 ସେମାନେ ସମସ୍ତେ ତନ୍ଦୁର ପରି ଉତ୍ତପ୍ତ ଅଟନ୍ତି ଓ ଆପଣାମାନଙ୍କର ବିଚାରକର୍ତ୍ତୃଗଣକୁ ଗ୍ରାସ କରନ୍ତି; ସେମାନଙ୍କର ସମସ୍ତ ରାଜାଗଣ ପତିତ ହୋଇଅଛନ୍ତି; ସେମାନଙ୍କ ମଧ୍ୟରେ କେହି ଆମ୍ଭ ନିକଟରେ ପ୍ରାର୍ଥନା କରନ୍ତି ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)7 ସେସମସ୍ତେ ତୁନ୍ଦୁର ପରି ଉତ୍ତପ୍ତ ଅଟନ୍ତି ଓ ଆପଣାମାନଙ୍କର ବିଚାରକର୍ତ୍ତୃଗଣକୁ ଗ୍ରାସ କରନ୍ତି; ସେମାନଙ୍କର ସବୁ ରାଜାମାନେ ପତିତ ହୋଇଅଛନ୍ତି; ସେମାନଙ୍କ ମଧ୍ୟରେ କେହି ଆମ୍ଭ ନିକଟରେ ପ୍ରାର୍ଥନା କରନ୍ତି ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେମାନେ ସମସ୍ତେ ତନ୍ଦୁର ପରି ଉତ୍ତପ୍ତ ଅଟନ୍ତି ଓ ଆପଣାମାନଙ୍କର ବିଚାରକର୍ତ୍ତୃଗଣକୁ ଗ୍ରାସ କରନ୍ତି; ସେମାନଙ୍କର ସମସ୍ତ ରାଜାଗଣ ପତିତ ହୋଇଅଛନ୍ତି; ସେମାନଙ୍କ ମଧ୍ୟରେ କେହି ଆମ୍ଭ ନିକଟରେ ପ୍ରାର୍ଥନା କରନ୍ତି ନାହିଁ। Gade chapit laପବିତ୍ର ବାଇବଲ7 ସେମାନେ ଉତ୍ତପ୍ତ ଚୁଲ୍ଲାପରି ହୁଅନ୍ତି। ସେମାନେ ସେମାନଙ୍କର ଶାସକକୁ ଧ୍ୱଂସ କଲେ। ସମସ୍ତ ରାଜାଙ୍କର ପତନ ହେଲା। କୌଣସି ଜଣେ ବ୍ୟକ୍ତି ମୋତେ ସାହାଯ୍ୟ ଭିକ୍ଷା କରି ନ ଥିଲେ। Gade chapit la |