Biblia Todo Logo
Bib sou entènèt

- Piblisite -




ହୋଶେୟ 8:12 - ଓଡିଆ ବାଇବେଲ

12 ଆମ୍ଭେ ଦଶସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ମଧ୍ୟ ସେହିସବୁ ବିଦେଶୀୟ କଥା ତୁଲ୍ୟ ଗଣିତ ହୁଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆମ୍ଭେ ଦଶସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ହେଁ ସେସବୁ ବିଦେଶୀୟ କଥା ତୁଲ୍ୟ ଗଣିତ ହୁଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆମ୍ଭେ ଦଶ ସହସ୍ର ବିଧିରେ ଆମ୍ଭର ବ୍ୟବସ୍ଥା ତାହା ପାଇଁ ଲେଖିଲେ ମଧ୍ୟ ସେହି ସବୁ ବିଦେଶୀୟ କଥା ତୁଲ୍ୟ ଗଣିତ ହୁଏ।

Gade chapit la Kopi

ପବିତ୍ର ବାଇବଲ

12 ଏପରିକି ଆମ୍ଭେ ଇଫ୍ରୟିମ ପାଇଁ 10,000 ନିୟମ ଲେଖିଲେ ମଧ୍ୟ ସେ ସେଗୁଡ଼ିକ ଅଜଣା ଦ୍ରବ୍ୟ ପରି ବିବେଚନା କରିବ।

Gade chapit la Kopi




ହୋଶେୟ 8:12
14 Referans Kwoze  

ଅତଏବ, ମୋଶାଙ୍କ ବ୍ୟବସ୍ଥା ପବିତ୍ର, ପୁଣି, ଆଜ୍ଞା ପବିତ୍ର, ନ୍ୟାୟସଙ୍ଗତ ଓ ଉତ୍ତମ ।


ତେବେ ଯିହୂଦୀ ଲୋକର ବିଶେଷ କ'ଣ ? ସୁନ୍ନତର ବା ଉପକାର କ'ଣ ? ସବୁ ପ୍ରକାରେ ବହୁତ ।


ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।


ପୁଣି, ଆମ୍ଭେ ସେମାନଙ୍କୁ ଆପଣାର ବିଧି ଦେଲୁ ଓ ଆପଣା ଶାସନସକଳ ଜ୍ଞାତ କରାଇଲୁ, ମନୁଷ୍ୟ ଯଦି ତାହା ପାଳନ କରେ, ତେବେ ତହିଁରେ ସେ ବଞ୍ଚିବ !


କାରଣ ସେମାନେ ବିଦ୍ରୋହୀ ଗୋଷ୍ଠୀ, ମିଥ୍ୟାବାଦୀ ସନ୍ତାନ, ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା ଶୁଣିବାକୁ ଅସମ୍ମତ ସନ୍ତାନ;


ତୁମ୍ଭକୁ ସତ୍ୟତାରୂପ ବାକ୍ୟର ନିଶ୍ଚୟତା ଜଣାଇବାକୁ, ପୁଣି, ଯେଉଁମାନେ ତୁମ୍ଭକୁ ପଠାନ୍ତି,


ତୁମ୍ଭେ ମୋହର ଚକ୍ଷୁ ପ୍ରସନ୍ନ କର, ତହିଁରେ ମୁଁ ତୁମ୍ଭ ବ୍ୟବସ୍ଥାରୁ ଆଶ୍ଚର୍ଯ୍ୟ ବିଷୟମାନ ଦେଖି ପାରିବି।


କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।


ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।


Swiv nou:

Piblisite


Piblisite