ହୋଶେୟ 8:3 - ଓଡିଆ ବାଇବେଲ3 ଯାହା ଉତ୍ତମ, ତାହା ଇସ୍ରାଏଲ ଅଗ୍ରାହ୍ୟ କରିଅଛି; ଶତ୍ରୁ ତାହାର ପଛେ ପଛେ ଗୋଡ଼ାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଯାହା ଭଲ, ତାହା ଇସ୍ରାଏଲ ପକାଇ ଦେଇଅଛି; ଶତ୍ରୁ ତାହାର ପଛେ ପଛେ ଗୋଡ଼ାଇବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଯାହା ଉତ୍ତମ, ତାହା ଇସ୍ରାଏଲ ଅଗ୍ରାହ୍ୟ କରିଅଛି; ଶତ୍ରୁ ତାହାର ପଛେ ପଛେ ଗୋଡ଼ାଇବ। Gade chapit laପବିତ୍ର ବାଇବଲ3 କିନ୍ତୁ ଇସ୍ରାଏଲ ଭଲ ଜିନିଷ ଗ୍ରହଣ କରି ନ ଥିଲା। ତେଣୁ ଶତ୍ରୁମାନେ ତାକୁ ଆକ୍ରମଣ କରୁଛନ୍ତି। Gade chapit la |