ହୋଶେୟ 9:1 - ଓଡିଆ ବାଇବେଲ1 ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)1 ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ଵରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ହେ ଇସ୍ରାଏଲ, ତୁମ୍ଭେ ଆନନ୍ଦ ସକାଶୁ ନାନା ଗୋଷ୍ଠୀୟମାନଙ୍କ ତୁଲ୍ୟ ଆନନ୍ଦ କର ନାହିଁ; କାରଣ ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଛାଡ଼ି ବ୍ୟଭିଚାର କରିଅଛ, ତୁମ୍ଭେ ଶସ୍ୟପୂର୍ଣ୍ଣ ପ୍ରତ୍ୟେକ ଖମାରରେ ବେତନ ଭଲ ପାଇଅଛ। Gade chapit laପବିତ୍ର ବାଇବଲ1 ହେ ଇସ୍ରାଏଲ, କୌଣସି ଉତ୍ସବ ପାଳନ କର ନାହିଁ। ଅନ୍ୟ ଦେଶପରି ଖୁସୀ ହୁଅ ନାହିଁ। ତୁମ୍ଭେ ଜଣେ ଗଣିକା ପରି ବ୍ୟବହାର କଲ ଓ ପରମେଶ୍ୱରଙ୍କୁ ଭୁଲିଗଲ। ତୁମ୍ଭେମାନେ ପ୍ରତି ଶସ୍ୟଖଳାରେ ଯୌନ ଅପରାଧମୂଳକ ପାପ କଲ। Gade chapit la |
ମାତ୍ର ଆମ୍ଭମାନଙ୍କ ମୁଖରୁ ଯେ ପ୍ରତ୍ୟେକ ବାକ୍ୟ ନିର୍ଗତ ହୋଇଅଛି, ତଦନୁସାରେ ଅବଶ୍ୟ କାର୍ଯ୍ୟ କରିବୁ, ଅର୍ଥାତ୍, ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସମସ୍ତ ପଥରେ ଆମ୍ଭେମାନେ ଯେପରି କରିଅଛୁ ଓ ଆମ୍ଭମାନଙ୍କର ପୂର୍ବପୁରୁଷମାନେ, ଆମ୍ଭମାନଙ୍କର ରାଜାଗଣ ଓ ଅଧିପତିଗଣ ଯେପରି କରିଅଛନ୍ତି, ସେପରି ଆମ୍ଭେମାନେ ଆକାଶର ରାଣୀ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବୁ ଓ ପେୟ ନୈବେଦ୍ୟ ଢାଳିବୁ; କାରଣ ସେସମୟରେ ଆମ୍ଭେମାନେ ପ୍ରଚୁର ଆହାର ପାଇ ସୁଖରେ ଥିଲୁ, କୌଣସି ଅମଙ୍ଗଳ ଦେଖିଲୁ ନାହିଁ।