ହୋଶେୟ 9:12 - ଓଡିଆ ବାଇବେଲ12 ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ ! Gade chapit laପବିତ୍ର ବାଇବଲ (Re-edited) - (BSI)12 ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ହିଁ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ ! Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ! Gade chapit laପବିତ୍ର ବାଇବଲ12 ଯଦିଓ ଇସ୍ରାଏଲୀୟମାନେ ଅଧିକ ସନ୍ତାନ ଇଚ୍ଛା କରିବେ ଏହା ସେମାନଙ୍କୁ ସାହାଯ୍ୟ କରିବ ନାହିଁ। ଆମ୍ଭେ ସେମାନଙ୍କଠାରୁ ସେମାନଙ୍କର ପିଲାମାନଙ୍କୁ ନେଇଯିବା। ଆମ୍ଭେ ସେମାନଙ୍କୁ ପରିତ୍ୟାଗ କରିବା। ଫଳରେ ସେମାନଙ୍କର ଦୁଃଖ ବ୍ୟତୀତ ଆଉ କିଛି ରହିବ ନାହିଁ।” Gade chapit la |
ସେ ସମୟରେ ସେମାନଙ୍କ ପ୍ରତିକୂଳରେ ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେବ, ତେଣୁ ଆମ୍ଭେ ସେମାନଙ୍କୁ ତ୍ୟାଗ କରିବା ଓ ଆମ୍ଭେ ସେମାନଙ୍କଠାରୁ ଆପଣା ମୁଖ ଲୁଚାଇବା, ତହିଁରେ ସେମାନେ ଗ୍ରାସିତ ହେବେ ଓ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ; ତହୁଁ ସେହି ସମୟରେ ସେମାନେ କହିବେ, “ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କ ମଧ୍ୟରେ ନ ଥିବାରୁ କି ଏହି ସବୁ ଅମଙ୍ଗଳ ଆମ୍ଭମାନଙ୍କୁ ଘଟୁ ନାହିଁ ?”