ହୋଶେୟ 9:3 - ଓଡିଆ ବାଇବେଲ3 ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରି ଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରି ଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ । Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ସେମାନେ ସଦାପ୍ରଭୁଙ୍କ ଦେଶରେ ବାସ କରିବେ ନାହିଁ; ମାତ୍ର ଇଫ୍ରୟିମ ମିସରକୁ ଫେରିଯିବ, ଆଉ ସେମାନେ ଅଶୂରରେ ଅଶୁଚି ଦ୍ରବ୍ୟ ଭୋଜନ କରିବେ। Gade chapit laପବିତ୍ର ବାଇବଲ3 ଇସ୍ରାଏଲୀୟମାନେ ସଦାପ୍ରଭୁଙ୍କ ରାଜ୍ୟରେ ରହିପାରିବେ ନାହିଁ। ଇଫ୍ରୟିମ ମିଶରକୁ ଫେରିବ। ଅଶୂରର ଯେଉଁ ଖାଦ୍ୟ ଖାଇବାକୁ ମନା ସେହି ଖାଦ୍ୟ ସେମାନେ ଖାଇବେ। Gade chapit la |
ଆହୁରି ଏହିପରି ଘଟିବ ଯେ, ତୁମ୍ଭମାନଙ୍କର ମଙ୍ଗଳ କରିବା ପାଇଁ ଓ ତୁମ୍ଭମାନଙ୍କୁ ବହୁସଂଖ୍ୟକ କରିବା ପାଇଁ ସଦାପ୍ରଭୁ ଯେପରି ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହୋଇଥିଲେ, ସେହିପରି ତୁମ୍ଭମାନଙ୍କର ବିନାଶ କରିବା ପାଇଁ ଓ ତୁମ୍ଭମାନଙ୍କୁ ଲୋପ କରିବା ପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ ଆହ୍ଲାଦିତ ହେବେ। ତହିଁରେ ତୁମ୍ଭେମାନେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ତହିଁରୁ ଉତ୍ପାଟିତ ହେବ।