ଯିଶାଇୟ 1:29 - ଓଡିଆ ବାଇବେଲ29 କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ୍ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)29 କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 କାରଣ ସେମାନେ ତୁମ୍ଭମାନଙ୍କର ବାଞ୍ଛିତ ଅଲୋନ ବୃକ୍ଷ ବିଷୟରେ ଲଜ୍ଜିତ ହେବେ, ପୁଣି, ତୁମ୍ଭେମାନେ ଆପଣାମାନଙ୍କର ମନୋନୀତ ଉଦ୍ୟାନସକଳର ବିଷୟରେ ହତାଶ ହେବ। Gade chapit laପବିତ୍ର ବାଇବଲ29 ତୁମ୍ଭେମାନେ ପୂଜା କରିବାକୁ ବାଛିଥିବା ଅଲୋନଗଛ ଓ ସ୍ୱତନ୍ତ୍ର ବଗିଗ୍ଭ ପାଇଁ ଭବିଷ୍ୟତରେ ଲୋକମାନେ ଲଜ୍ଜିତ ହେବେ। Gade chapit la |
ପୁଣି, ଯେତେବେଳେ ପ୍ରତ୍ୟେକ ଉଚ୍ଚ ପର୍ବତ ଉପରେ, ସକଳ ପର୍ବତ ଶୃଙ୍ଗରେ, ପ୍ରତ୍ୟେକ ହରିତ୍ବର୍ଣ୍ଣ ବୃକ୍ଷ ତଳେ ଓ ପ୍ରତ୍ୟେକ ନିବିଡ଼ ଅଲୋନ ବୃକ୍ଷ ତଳେ, ଯେଉଁ ଯେଉଁ ସ୍ଥାନରେ ସେମାନେ ଆପଣା ଆପଣାର ସକଳ ଦେବତା ଉଦ୍ଦେଶ୍ୟରେ ସୌରଭାର୍ଥକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସକଳ ସ୍ଥାନରେ ସେମାନଙ୍କ ଯଜ୍ଞବେଦିର ଚତୁର୍ଦ୍ଦିଗରେ ଦେବତାଗଣର ମଧ୍ୟରେ ସେମାନଙ୍କ ହତ ଲୋକମାନେ ରହିବେ, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।