Biblia Todo Logo
Bib sou entènèt

- Piblisite -




ଯିଶାଇୟ 10:11 - ଓଡିଆ ବାଇବେଲ

11 ଆମ୍ଭେ ଶମରୀୟା ଓ ତାହାର ପ୍ରତିମାଗଣ ପ୍ରତି ଯେପରି କରିଅଛୁ, ଯିରୂଶାଲମ ଓ ତାହାର ପ୍ରତିମାଗଣ ପ୍ରତି କ’ଣ ସେହିପରି କରିବା ନାହିଁ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆମ୍ଭେ ଶମରୀୟା ଓ ତାହାର ପ୍ରତିମାଗଣ ପ୍ରତି ଯେପରି କରିଅଛୁ, ଯିରୂଶାଲମ ଓ ତାହାର ପ୍ରତିମାଗଣ ପ୍ରତି କʼଣ ସେପରି କରିବା ନାହିଁ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆମ୍ଭେ ଶମରୀୟା ଓ ତାହାର ପ୍ରତିମାଗଣ ପ୍ରତି ଯେପରି କରିଅଛୁ, ଯିରୂଶାଲମ ଓ ତାହାର ପ୍ରତିମାଗଣ ପ୍ରତି କʼଣ ସେହିପରି କରିବା ନାହିଁ?”

Gade chapit la Kopi

ପବିତ୍ର ବାଇବଲ

11 ମୁଁ ଶମରିୟା ଓ ତା'ର ପ୍ରତିମାଗୁଡ଼ିକୁ ଅଧିକାର କଲି। ସେହିପରି ମଧ୍ୟ ଯିରୁଶାଲମ ଓ ତା'ର ଲୋକମାନଙ୍କ ଦ୍ୱାରା ନିର୍ମିତ ପ୍ରତିମାଗୁଡ଼ିକୁ ମୁଁ ପରାସ୍ତ କରିବି।’”

Gade chapit la Kopi




ଯିଶାଇୟ 10:11
9 Referans Kwoze  

ସେମାନଙ୍କ ଦେଶ ମଧ୍ୟ ପ୍ରତିମାରେ ପରିପୂର୍ଣ୍ଣ; ସେମାନେ ଆପଣାମାନଙ୍କ ଅଙ୍ଗୁଳିନିର୍ମିତ ସ୍ୱହସ୍ତକୃତ ବସ୍ତୁକୁ ପ୍ରଣାମ କରନ୍ତି।


ନାନା ଗୋଷ୍ଠୀୟମାନଙ୍କ ଦେବତାଗଣ ମଧ୍ୟରୁ କୌଣସି ଦେବତା କ’ଣ ଅଶୂରୀୟ ରାଜାଙ୍କ ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି ?


ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ୱ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ୱାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା।


ପୁଣି, ସେ ଯିହୁଦାର ପ୍ରାଚୀରବେଷ୍ଟିତ ନଗରସବୁ ହସ୍ତଗତ କରି ଯିରୂଶାଲମ ପର୍ଯ୍ୟନ୍ତ ଆସିଲା।


ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ ବୋଲି କହି ହିଜକୀୟ ଯେପରି ତୁମ୍ଭମାନଙ୍କୁ ନ ମଣାଏ, ଏଥିପାଇଁ ସାବଧାନ ହୁଅ। ନାନା ଗୋଷ୍ଠୀୟମାନଙ୍କର ଦେବତାଗଣ ମଧ୍ୟରୁ କୌଣସି ଦେବତା କ’ଣ ଅଶୂରୀୟ ରାଜା ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି ?


ଓ ସେମାନଙ୍କର ଦେବତାଗଣକୁ ଅଗ୍ନିରେ ନିକ୍ଷେପ କରିଅଛନ୍ତି, ଏହା ସତ୍ୟ; କାରଣ ସେମାନେ ପରମେଶ୍ୱର ନୁହନ୍ତି, ମନୁଷ୍ୟର ହସ୍ତକୃତ କର୍ମ, କାଷ୍ଠ ଓ ପ୍ରସ୍ତର ମାତ୍ର; ଏହେତୁ ସେମାନେ ସେମାନଙ୍କୁ ବିନାଶ କରିଅଛନ୍ତି।


ପୁଣି, ଶମରୀୟା ତୁମ୍ଭର ବଡ଼ ଭଗିନୀ, ସେ ଆପଣା କନ୍ୟାଗଣ ସହିତ ତୁମ୍ଭର ଉତ୍ତର ଦିଗରେ ବାସ କରେ; ଆଉ, ସଦୋମ ତୁମ୍ଭର ସାନ ଭଗିନୀ, ସେ ଓ ତାହାର କନ୍ୟାଗଣ ତୁମ୍ଭର ଦକ୍ଷିଣ ଦିଗରେ ବାସ କରନ୍ତି।


Swiv nou:

Piblisite


Piblisite