Biblia Todo Logo
Bib sou entènèt

- Piblisite -




ଯିଶାଇୟ 10:32 - ଓଡିଆ ବାଇବେଲ

32 ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ସେ ଆଜି ନୋବରେ ରହିବ; ସେ ସିୟୋନ କନ୍ୟାର ପର୍ବତ ଯିରୂଶାଲମ ଗିରି ପ୍ରତି ହସ୍ତ ହଲାଉଅଛି।

Gade chapit la Kopi

ପବିତ୍ର ବାଇବଲ

32 ସେହି ଦିନ ସୈନ୍ୟବାହିନୀ ନୋବରେ ଅଟକିବେ। ଯିରୁଶାଲମର ସିୟୋନ ପର୍ବତ ବିରୁଦ୍ଧରେ ଯୁଦ୍ଧ ପାଇଁ ସେମାନେ ପ୍ରସ୍ତୁତ ହେବେ।

Gade chapit la Kopi




ଯିଶାଇୟ 10:32
21 Referans Kwoze  

ଏଥିଉତ୍ତାରେ ଦାଉଦ ନୋବରେ ଅହୀମେଲକ୍‍ ଯାଜକ ନିକଟକୁ ଆସିଲେ; ତହିଁରେ ଅହୀମେଲକ୍‍ କମ୍ପମାନ ହୋଇ ଦାଉଦଙ୍କୁ ସାକ୍ଷାତ କରିବାକୁ ଆସି ତାଙ୍କୁ କହିଲା, ତୁମ୍ଭ ସଙ୍ଗରେ କୌଣସି ଲୋକ ନାହିଁ, ତୁମ୍ଭେ ଏକା କାହିଁକି ?


ଦେଖ, ମୁଁ ସେମାନଙ୍କ ଉପରେ ଆପଣା ହସ୍ତ ହଲାଇବି, ତହିଁରେ ସେମାନେ ଆପଣା ସେବାକାରୀଗଣର ଲୁଟିତ ବସ୍ତୁ ସ୍ୱରୂପ ହେବେ ଆଉ, ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ।


ସଦାପ୍ରଭୁ ତାହା ବିଷୟରେ ଏହି କଥା କହିଅଛନ୍ତି; ସିୟୋନର ଅନୂଢ଼ା କନ୍ୟା ତୁମ୍ଭକୁ ତୁଚ୍ଛ କରିଅଛି ଓ ତୁମ୍ଭକୁ ପରିହାସ କରିଅଛି; ଯିରୂଶାଲମର କନ୍ୟା ତୁମ୍ଭ ଆଡ଼େ ମୁଣ୍ଡ ହଲାଇଅଛି।


ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ।


ପୁଣି, ସେ ଯାଜକମାନଙ୍କର ନୋବ ନଗରକୁ ଖଡ୍ଗଧାରରେ ଆଘାତ କଲା; ସେ ଖଡ୍ଗଧାରରେ ପୁରୁଷ ଓ ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁ ଉଭୟଙ୍କୁ, ପୁଣି, ଗୋରୁ ଓ ଗର୍ଦ୍ଦଭ ଓ ମେଷାଦିକୁ ଆଘାତ କଲା।


ସେମାନେ ଧନୁ ଓ ବର୍ଚ୍ଛା ଧରନ୍ତି; ସେମାନେ ନିଷ୍ଠୁର ଓ ଦୟାହୀନ; ସେମାନଙ୍କର ରବ ସମୁଦ୍ର ପରି ଗର୍ଜ୍ଜନ କରେ ଓ ସେମାନେ ଅଶ୍ୱାରୋହଣ କରନ୍ତି; ଆଗୋ ସିୟୋନର କନ୍ୟେ, ତୁମ୍ଭ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ସେମାନଙ୍କର ପ୍ରତ୍ୟେକେ ଯୋଦ୍ଧା ପରି ସସଜ୍ଜ ହେଉଅଛନ୍ତି।”


ତୁମ୍ଭେମାନେ ବୃକ୍ଷଶୂନ୍ୟ ପର୍ବତ ଉପରେ ଧ୍ୱଜା ଟେକ, ଲୋକମାନଙ୍କ ପ୍ରତି ରବ ଉଠାଅ, ହସ୍ତ ହଲାଅ, ସେମାନେ ଅଧିପତିମାନଙ୍କର ନଗର ଦ୍ୱାରରେ ପ୍ରବେଶ କରନ୍ତୁ।


ପୁଣି, ସଦାପ୍ରଭୁ ମିସ୍ରୀୟ ସମୁଦ୍ରର ଜିହ୍ୱା ସମ୍ପୂର୍ଣ୍ଣ ରୂପେ ବିନାଶ କରିବେ ଓ ଆପଣାର ଉତ୍ତପ୍ତ ବାୟୁ ଦ୍ୱାରା ନଦୀ ଉପରେ ଆପଣା ହସ୍ତ ହଲାଇବେ, ଆଉ ତାହାକୁ ପ୍ରହାର କରି ସପ୍ତସ୍ରୋତ କରିବେ ଓ ଲୋକମାନଙ୍କୁ ଶୁଷ୍କ ପଦରେ ତହିଁ ମଧ୍ୟ ଦେଇ ଗମନ କରାଇବେ।


ଏହେତୁ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ହେ ସିୟୋନ ନିବାସୀ ଆମ୍ଭର ଲୋକମାନେ, ଯଦ୍ୟପି ଅଶୂର ମିସରର ରୀତି ଅନୁସାରେ ତୁମ୍ଭକୁ ଦଣ୍ଡାଘାତ କରେ ଓ ତୁମ୍ଭ ବିପରୀତରେ ଆପଣା ଯଷ୍ଟି ଉଠାଏ, ତଥାପି ତାହା ବିଷୟରେ ଭୀତ ହୁଅ ନାହିଁ।


ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।


ପୁଣି, ସିୟୋନର କନ୍ୟା ଦ୍ରାକ୍ଷାକ୍ଷେତ୍ରର କୁଟୀର, କାକୁଡ଼ିକ୍ଷେତ୍ରର ବସା, ଅବରୁଦ୍ଧ ନଗର ତୁଲ୍ୟ ହୋଇ ରହିଅଛି।


ଅନାଥୋତ୍‍, ନୋବ ଓ ଅନନୀୟାରେ;


ତେବେ ଶାଉଲଙ୍କର ଦାସମାନଙ୍କ ନିକଟରେ ଠିଆ ହୋଇଥିବା ଇଦୋମୀୟ ଦୋୟେଗ୍‍ ଉତ୍ତର ଦେଇ କହିଲା, ମୁଁ ଯିଶୀର ପୁତ୍ରକୁ ନୋବରେ ଅହୀଟୂବର ପୁତ୍ର ଅହୀମେଲକ୍‍ ନିକଟକୁ ଯିବାର ଦେଖିଥିଲି।


ମଦମେନା ପଳାତକ ହୋଇଅଛି; ଗେବୀମ ନିବାସୀମାନେ ପଳାଇବା ପାଇଁ ଏକତ୍ର ହେଉଅଛନ୍ତି।


ତୁମ୍ଭେମାନେ ପ୍ରାନ୍ତର ଅଭିମୁଖସ୍ଥ ସେଲା ସହରଠାରୁ ଦେଶାଧ୍ୟକ୍ଷ ନିମନ୍ତେ ସିୟୋନ କନ୍ୟାର ପର୍ବତକୁ ମେଷ ପଠାଅ।


ଏଥିରେ ଦାଉଦ ଅହୀମେଲକ୍‍ ଯାଜକକୁ କହିଲେ, ରାଜା ମୋତେ ଗୋଟିଏ କାର୍ଯ୍ୟ କରିବାକୁ ଆଜ୍ଞା କରିଅଛନ୍ତି ଓ ମୋତେ କହିଅଛନ୍ତି, ଯେଉଁ କାର୍ଯ୍ୟ ନିମନ୍ତେ ମୁଁ ତୁମ୍ଭକୁ ପଠାଏ ଓ ମୁଁ ତୁମ୍ଭକୁ ଯାହା ଆଜ୍ଞା କରିଅଛି, ସେହି ବିଷୟ କେହି କିଛି ନ ଜାଣୁ; ଆଉ ମୁଁ ଯୁବାମାନଙ୍କୁ ନିର୍ଦ୍ଦିଷ୍ଟ ସ୍ଥାନମାନଙ୍କରେ ନିଯୁକ୍ତ କରିଅଛି।


ଏହି ସକଳ ଘଟଣା ଓ ଏହି ବିଶ୍ୱସ୍ତତାର କର୍ମ ଉତ୍ତାରେ ଅଶୂରର ରାଜା ସନ୍‍‌‌ହେରୀବ ଆସି ଯିହୁଦାରେ ପ୍ରବେଶ କଲା ଓ ପ୍ରାଚୀରବେଷ୍ଟିତ ନଗର ବିରୁଦ୍ଧରେ ଛାଉଣି ସ୍ଥାପନ କରି ତାହାସବୁ ଆପଣା ପାଇଁ ଲାଭ କରିବାକୁ ବିଚାର କଲା।


ପୁଣି, ସନ୍‍‌‌ହେରୀବ ଆସିଅଛି ଓ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିବାକୁ ମନସ୍ଥ କରିଅଛି, ହିଜକୀୟ ଏହା ଦେଖନ୍ତେ,


ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠ ସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ୱାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ।”


ତେବେ ଆମ୍ଭେ ଅରୀୟେଲ ପ୍ରତି ଦୁଃଖ ଘଟାଇବା, ତହୁଁ ଶୋକ ଓ ବିଳାପ ହେବ ଓ ତାହା ଆମ୍ଭ ପ୍ରତି ଅରୀୟେଲ (ଦାହସ୍ଥାନ) ତୁଲ୍ୟ ହେବ।


କାରଣ ତାହାର କ୍ଷତ ଅଚିକିତ୍ସ୍ୟ ଯେହେତୁ ତାହା ଯିହୁଦା ପର୍ଯ୍ୟନ୍ତ ଆସିଅଛି; ତାହା ଆମ୍ଭ ଲୋକମାନଙ୍କର ନଗର ଦ୍ୱାର, ଯିରୂଶାଲମ ପର୍ଯ୍ୟନ୍ତ ପହଞ୍ଚି ଅଛି।


Swiv nou:

Piblisite


Piblisite