ଯିଶାଇୟ 10:9 - ଓଡିଆ ବାଇବେଲ9 କଲ୍ନୋ ସହର କି କର୍କମୀଶ୍ ସହର ତୁଲ୍ୟ ନୁହେଁ ? ହମାତ୍ ସହର କି ଅର୍ପଦ ସହର ତୁଲ୍ୟ ନୁହେଁ ? ଶମରୀୟା କି ଦମ୍ମେଶକ ତୁଲ୍ୟ ନୁହେଁ ? Gade chapit laପବିତ୍ର ବାଇବଲ (Re-edited) - (BSI)9 କଲ୍ନୋ କି କର୍କମୀଶ୍ର ତୁଲ୍ୟ ନୁହେଁ? ହମାତ୍ କି ଅର୍ପଦର ତୁଲ୍ୟ ନୁହେଁ? ଶମରୀୟା କି ଦାମାସ୍କସ୍ ତୁଲ୍ୟ ନୁହେଁ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 କଲ୍ନୋ ସହର କି କର୍କମୀଶ୍ ସହର ତୁଲ୍ୟ ନୁହେଁ? ହମାତ୍ ସହର କି ଅର୍ପଦ ସହର ତୁଲ୍ୟ ନୁହେଁ? ଶମରୀୟା କି ଦମ୍ମେଶକ ତୁଲ୍ୟ ନୁହେଁ? Gade chapit laପବିତ୍ର ବାଇବଲ9 କଲ୍ନୋ ନଗର କର୍କମୀଶର ତୁଲ୍ୟ ଅଟେ। ପୁଣି ଅର୍ପଦ ନଗର ହମାତ୍ ତୁଲ୍ୟ ଅଟେ। ଶମରିୟା ନଗର ଦମ୍ମେଶକ ପରି ଅଟେ। Gade chapit la |