ଯିଶାଇୟ 13:3 - ଓଡିଆ ବାଇବେଲ3 ଆମ୍ଭେ ଆପଣା ପବିତ୍ର ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍, ଆମ୍ଭର ଦର୍ପିତ ଉଲ୍ଲାସକାରୀଗଣଙ୍କୁ ଆହ୍ୱାନ କରିଅଛୁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ଆମ୍ଭେ ଆପଣା ପ୍ରତିଷ୍ଠିତ ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍, ଆମ୍ଭର ଦର୍ପିତ ଉଲ୍ଲାସକାରୀ-ଗଣଙ୍କୁ ଆହ୍ଵାନ କରିଅଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆମ୍ଭେ ଆପଣା ପବିତ୍ର ଲୋକମାନଙ୍କୁ ଆଦେଶ କରିଅଛୁ, ହଁ, ଆମ୍ଭେ ଆପଣା କ୍ରୋଧ ସଫଳାର୍ଥେ ଆମ୍ଭର ବୀରମାନଙ୍କୁ, ଅର୍ଥାତ୍, ଆମ୍ଭର ଦର୍ପିତ ଉଲ୍ଲାସକାରୀଗଣଙ୍କୁ ଆହ୍ୱାନ କରିଅଛୁ। Gade chapit laପବିତ୍ର ବାଇବଲ3 ପୁଣି ପରମେଶ୍ୱର କହିଲେ, “ମୁଁ ସେହି ଲୋକମାନଙ୍କୁ ଅନ୍ୟ ଲୋକମାନଙ୍କଠାରୁ ଅଲଗା କରିଥିଲି। ମୁଁ ସେମାନଙ୍କୁ ନିଜେ ଆଦେଶ ଦେବି। ମୁଁ ବୃଦ୍ଧ, ମୋର ଉତ୍ତମ ଲୋକମାନଙ୍କୁ ଏକତ୍ରିତ କରିଛି, ସେମାନେ ଲୋକମାନଙ୍କୁ ଦଣ୍ଡ ଦେବେ। ମୁଁ ଏହି ସୁଖୀ ଲୋକମାନଙ୍କ ପାଇଁ ଗର୍ବିତ। Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।