ଯିଶାଇୟ 14:12 - ଓଡିଆ ବାଇବେଲ12 ହେ ପ୍ରଭାତୀ ତାରା, ପ୍ରତ୍ୟୁଷର ପୁତ୍ର ! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ ! Gade chapit laପବିତ୍ର ବାଇବଲ (Re-edited) - (BSI)12 ହେ ଲୁଶିଫର ! ପ୍ରତ୍ୟୁଷର ପୁତ୍ର ! ତୁମ୍ଭେ କିପରି ସ୍ଵର୍ଗରୁ ପତିତ ହେଲ ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ ! Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ହେ ପ୍ରଭାତୀତାରା, ପ୍ରତ୍ୟୁଷର ପୁତ୍ର! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ! Gade chapit laପବିତ୍ର ବାଇବଲ12 ତୁମ୍ଭେ ପ୍ରଭାତୀ ତାରା ସଦୃଶ ଥିଲ। ବର୍ତ୍ତମାନ ତୁମ୍ଭର ପତନ ଘଟିଛି। ଅତୀତରେ ସମସ୍ତ ଗୋଷ୍ଠୀ ତୁମ୍ଭ ନିକଟରେ ନତ ହେଉଥିଲେ। କିନ୍ତୁ ବର୍ତ୍ତମାନ ତୁମ୍ଭକୁ ଛେଦନ କରାଯାଇଛି। Gade chapit la |