ଯିଶାଇୟ 14:21 - ଓଡିଆ ବାଇବେଲ21 ତାହାର ସନ୍ତାନଗଣ ଉଠି ଯେପରି ପୃଥିବୀ ଅଧିକାର ନ କରନ୍ତି ଓ ଜଗତକୁ ନଗରରେ ପରିପୂର୍ଣ୍ଣ ନ କରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପୂର୍ବପୁରୁଷଗଣର ଅପରାଧ ସକାଶୁ ସେମାନଙ୍କ ପାଇଁ ହତ୍ୟାସ୍ଥାନ ପ୍ରସ୍ତୁତ କର। Gade chapit laପବିତ୍ର ବାଇବଲ (Re-edited) - (BSI)21 ତାହାର ସନ୍ତାନଗଣ ଉଠି ଯେପରି ପୃଥିବୀ ଅଧିକାର ନ କରନ୍ତି ଓ ଜଗତକୁ ନଗରରେ ପରିପୂର୍ଣ୍ଣ ନ କରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପିତୃପୁରୁଷଗଣର ଅପରାଧ ସକାଶୁ ସେମାନଙ୍କ ପାଇଁ ହତ୍ୟାସ୍ଥାନ ପ୍ରସ୍ତୁତ କର। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତାହାର ସନ୍ତାନଗଣ ଉଠି ଯେପରି ପୃଥିବୀ ଅଧିକାର ନ କରନ୍ତି ଓ ଜଗତକୁ ନଗରରେ ପରିପୂର୍ଣ୍ଣ ନ କରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପୂର୍ବପୁରୁଷଗଣର ଅପରାଧ ସକାଶୁ ସେମାନଙ୍କ ପାଇଁ ହତ୍ୟାସ୍ଥାନ ପ୍ରସ୍ତୁତ କର।” Gade chapit laପବିତ୍ର ବାଇବଲ21 ସେମାନଙ୍କ ଦୋଷ ଯୋଗୁଁ ସେମାନଙ୍କର ପିଲାମାନଙ୍କୁ ହତ୍ୟା କର। ଯେପରିକି ସେମାନଙ୍କର ବଂଶଧର ପୁନର୍ବାର ଦେଶର ଶାସକ ହେବେ ନାହିଁ ଓ ଜଗତକୁ ସେମାନଙ୍କ ନଗରରେ ପରିପୂର୍ଣ୍ଣ କରିବେ ନାହିଁ। Gade chapit la |