ଯିଶାଇୟ 18:2 - ଓଡିଆ ବାଇବେଲ2 ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅ ! Gade chapit laପବିତ୍ର ବାଇବଲ (Re-edited) - (BSI)2 ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅଣ! Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦ-ନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅ! Gade chapit laପବିତ୍ର ବାଇବଲ2 ସେ ସମୁଦ୍ର ପଥରେ ନଳ ନିର୍ମିତ ନୌକାରେ ଦୂତମାନଙ୍କୁ ପ୍ରେରଣ କରିବେ, କ୍ଷିପ୍ର ଗତିରେ ଗ୍ଭଲୁଥିବା ଦୂତମାନଙ୍କୁ, ଶକ୍ତିଶାଳୀ ଓ ଦୀର୍ଘକାୟ ପାଖକୁ ଯାଅ, ସବୁଆଡ଼େ ଲୋକମାନେ ଶକ୍ତିଶାଳୀ ଓ ଦୀର୍ଘକାୟ ଲୋକଙ୍କୁ ଭୟ କରନ୍ତି। ସେମାନେ ଶକ୍ତିଶାଳୀ ଗୋଷ୍ଠୀ ଗଠନ କରନ୍ତି। ସେମାନଙ୍କର ଦେଶ ନଦୀମାନଙ୍କ ଦ୍ୱାରା ବିଭକ୍ତି ହୋଇ ଆସିଅଛନ୍ତି। Gade chapit la |