ଯିଶାଇୟ 19:15 - ଓଡିଆ ବାଇବେଲ15 ପୁଣି, ମସ୍ତକ କିମ୍ବା ଲାଙ୍ଗୁଳ, କିମ୍ବା ତାଳବାହୁଙ୍ଗା କିମ୍ବା ଜଳଜ ତୃଣ ଯାହା କରିପାରେ, ଏପରି କୌଣସି କାର୍ଯ୍ୟ ମିସର ପାଇଁ କରାଯିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)15 ପୁଣି, ମସ୍ତକ କି ଲାଙ୍ଗୁଳ, କି ତାଳବାହୁଙ୍ଗା କି ଜଳଜ ତୃଣ ଯାହା କରିପାରେ, ଏପରି କୌଣସି କାର୍ଯ୍ୟ ମିସର ପାଇଁ କରାଯିବ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପୁଣି, ମସ୍ତକ କିମ୍ବା ଲାଙ୍ଗୁଳ, କିମ୍ବା ତାଳବାହୁଙ୍ଗା କିମ୍ବା ଜଳଜ ତୃଣ ଯାହା କରିପାରେ, ଏପରି କୌଣସି କାର୍ଯ୍ୟ ମିସର ପାଇଁ କରାଯିବ ନାହିଁ। Gade chapit laପବିତ୍ର ବାଇବଲ15 ଅଧିପତିମାନେ ମିଶର ପାଇଁ କିଛି କରି ପାରିବେ ନାହିଁ। ସେମାନେ, “ମସ୍ତକ କି ଲାଙ୍ଗୁଳ, ତଳବାହୁଙ୍ଗା କି ଜଳଜ ତୃଣ ଯାହା କରିପାରେ ସେମାନେ ତାହା କରି ପାରିବେ ନାହିଁ।” Gade chapit la |