Biblia Todo Logo
Bib sou entènèt

- Piblisite -




ଯିଶାଇୟ 19:6 - ଓଡିଆ ବାଇବେଲ

6 ଆଉ, ନଦୀସବୁ ଦୁର୍ଗନ୍ଧ ହେବ; ମିସରର ସ୍ରୋତସବୁ ସାନ ହୋଇ ଶୁଖିଯିବ; ନଳ ଓ ଜଳଜ ତୃଣ ଶୁଷ୍କ ହୋଇଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ, ନଦୀସବୁ ଦୁର୍ଗନ୍ଧ ହେବ; ମିସରର ସ୍ରୋତସବୁ ସାନ ହୋଇ ଶୁଖିଯିବ; ନଳ ଓ ଜଳଜ ତୃଣ ଶୁଷ୍କ ହୋଇଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ, ନଦୀସବୁ ଦୁର୍ଗନ୍ଧ ହେବ; ମିସରର ସ୍ରୋତସବୁ ସାନ ହୋଇ ଶୁଖିଯିବ; ନଳ ଓ ଜଳଜ ତୃଣ ଶୁଷ୍କ ହୋଇଯିବ।

Gade chapit la Kopi

ପବିତ୍ର ବାଇବଲ

6 ସମସ୍ତ ନଦୀ ଦୁର୍ଗନ୍ଧ ହେବ। ମିଶରର ସମସ୍ତ ନାଳ ଶୁଷ୍କ ହୋଇ ଜଳଶୂନ୍ୟ ହେବ। ସମସ୍ତ ଜଳଜ ଉଦ୍ଭିଦ ଶୁଖି ମରିଯିବେ।

Gade chapit la Kopi




ଯିଶାଇୟ 19:6
10 Referans Kwoze  

ଆମ୍ଭେ ଖୋଳି ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ନଦୀସବୁ ଶୁଷ୍କ କରିବା।


ପଙ୍କ ବିନା କ’ଣ ନଳ ବଢ଼ିପାରେ ? ଜଳ ବିନା କ’ଣ ସନ୍ତରା ବଢ଼ିପାରେ ?


ଆମ୍ଭେ ଖୋଳି ଅଜ୍ଞାତ ଜଳ ପାନ କରିଅଛୁ, ଆଉ ଆମ୍ଭେ ଆପଣା ପଦତଳରେ ମିସରର ସବୁ ନଦୀ ଶୁଷ୍କ କରିବା।”


ପୁଣି, ନଦୀରେ ଥିବା ମତ୍ସ୍ୟସକଳ ମରିଯିବେ ଓ ନଦୀ ଦୁର୍ଗନ୍ଧ ହେବ; ତହିଁରେ ମିସ୍ରୀୟ ଲୋକମାନେ ନଦୀର ଜଳ ପାନ କରିବାକୁ ଘୃଣା କରିବେ।


ତହିଁ ଉତ୍ତାରେ ଆଉ ଗୋପନ କରି ନ ପାରି ସେ ଗୋଟିଏ ନଳନିର୍ମିତ ପେଡ଼ି ଘେନି ମାଟିଆ ତେଲ ଓ ଝୁଣା ଲେପନ କରି ତହିଁ ମଧ୍ୟରେ ସେହି ବାଳକକୁ ଥୋଇ ନୀଳ ନଦୀ ତୀରସ୍ଥ ନଳବନରେ ରଖିଲେ।


ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍‍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅ !


କାରଣ ନିମ୍ରୀମର ଜଳସମୂହ ଶୂନ୍ୟ ହେବ; ତୃଣ ଶୁଷ୍କ ହୋଇଅଛି, ନବୀନ ତୃଣର ଅଭାବ ହେଉଅଛି, ହରିଦ୍‍ବର୍ଣ୍ଣର କିଛି ହିଁ ନାହିଁ।


ଆଉ ଦେଖ, ନଦୀ ଭିତରୁ ସାତୋଟି ହୃଷ୍ଟପୁଷ୍ଟ ସୁନ୍ଦର ଗୋରୁ ଉଠି ନଳ-ତୃଣ ମଧ୍ୟରେ ଚରିବାକୁ ଲାଗିଲେ।


ଯେଉଁ ନଦୀଗଣ ମଧ୍ୟରେ ଅବସ୍ଥିତା ଓ ଚତୁର୍ଦ୍ଦିଗରେ ଜଳବେଷ୍ଟିତା ଥିଲା; ସମୁଦ୍ର ଯାହାର ଗଡ଼ର ଖାଇ ଓ ପ୍ରାଚୀର ଥିଲା, ଏପରି ନୋ-ଆମୋନଠାରୁ ତୁମ୍ଭେ କି ଶ୍ରେଷ୍ଠ ?


ତାହା ସତେଜ ଥାଉ ଥାଉ ଓ କଟା ନୋହୁଣୁ ଅନ୍ୟାନ୍ୟ ତୃଣ ପୂର୍ବରୁ ଶୁଷ୍କ ହୁଏ।


Swiv nou:

Piblisite


Piblisite