Biblia Todo Logo
Bib sou entènèt

- Piblisite -




ଯିଶାଇୟ 21:6 - ଓଡିଆ ବାଇବେଲ

6 କାରଣ, ପ୍ରଭୁ ମୋତେ ଏହି କଥା କହିଅଛନ୍ତି, “ଯାଅ, ଏକ ଜଣ ପ୍ରହରୀ ନିଯୁକ୍ତ କର; ସେ ଯାହା ଦେଖେ, ତାହା ପ୍ରକାଶ କରୁ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 କାରଣ, ପ୍ରଭୁ ମୋତେ ଏହି କଥା କହିଅଛନ୍ତି, ଯାଅ, ଏକ ଜଣ ପ୍ରହରୀ ନିଯୁକ୍ତ କର; ସେ ଯାହା ଦେଖେ, ତାହା ପ୍ରକାଶ କରୁ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 କାରଣ, ପ୍ରଭୁ ମୋତେ ଏହି କଥା କହିଅଛନ୍ତି, “ଯାଅ, ଏକ ଜଣ ପ୍ରହରୀ ନିଯୁକ୍ତ କର; ସେ ଯାହା ଦେଖେ, ତାହା ପ୍ରକାଶ କରୁ;

Gade chapit la Kopi

ପବିତ୍ର ବାଇବଲ

6 ମୋର ପ୍ରଭୁ ମୋତେ କହିଲେ, “ଯାଅ ଏକ ଜଣ ପ୍ରହରୀ ନିଯୁକ୍ତ କର। ସେ ଯାହା ଦେଖିବ ତାହା ସେପରି ପ୍ରକାଶ କରିବ।

Gade chapit la Kopi




ଯିଶାଇୟ 21:6
8 Referans Kwoze  

ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିଯୁକ୍ତ କରିଅଛୁ; ଏହେତୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମରେ ସେମାନଙ୍କୁ ଚେତନା ଦିଅ।


ହେ ଯିରୂଶାଲମ, ଆମ୍ଭେ ତୁମ୍ଭ ପ୍ରାଚୀର ଉପରେ ପ୍ରହରୀଗଣ ନିଯୁକ୍ତ କରିଅଛୁ; ସେମାନେ ଦିନ କି ରାତି କଦାପି ନୀରବ ହେବେ ନାହିଁ।


ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ; ମୁଁ ସେମାନଙ୍କୁ ପଚାରିଲି, ଯାହାଙ୍କୁ ମୋ’ ପ୍ରାଣ ପ୍ରେମ କରେ, ତାଙ୍କୁ କି ତୁମ୍ଭେମାନେ ଦେଖିଲ ?


ତହୁଁ ପ୍ରହରୀ ଉଚ୍ଚୈଃସ୍ୱରରେ ରାଜାଙ୍କୁ ତାହା ଜଣାନ୍ତେ, ରାଜା କହିଲେ, “ଯଦି ସେ ଏକାକୀ ଅଛି, ତେବେ ତାହା ମୁଖରେ ସୁସମ୍ବାଦ ଅଛି।” ଏଥିରେ ସେ ଆସୁ ଆସୁ ସହରର ନିକଟବର୍ତ୍ତୀ ହେଲା।


Swiv nou:

Piblisite


Piblisite