ଯିଶାଇୟ 22:12 - ଓଡିଆ ବାଇବେଲ12 ପୁଣି, ସେହି ଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ; Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି, ସେଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ତନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ସେହି ଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ; Gade chapit laପବିତ୍ର ବାଇବଲ12 ତେଣୁ ମୋର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଲୋକମାନଙ୍କୁ ରୋଦନ ଓ ବିଳାପ, ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବସ୍ତ୍ର ପରିଧାନ କରିବାକୁ ଡାକି କହିଲେ। Gade chapit la |