Biblia Todo Logo
Bib sou entènèt

- Piblisite -




ଯିଶାଇୟ 22:15 - ଓଡିଆ ବାଇବେଲ

15 ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଏହି କୋଷାଧ୍ୟକ୍ଷ ନିକଟକୁ, ଅର୍ଥାତ୍‍, ଗୃହର ଅଧ୍ୟକ୍ଷ ଶିବ୍‍ନ ନିକଟକୁ ଯାଇ କୁହ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଏହି କୋଷାଧ୍ୟକ୍ଷ ନିକଟକୁ, ଅର୍ଥାତ୍, ଗୃହର ଅଧ୍ୟକ୍ଷ ଶୀବ୍ନ ନିକଟକୁ ଯାଇ କୁହ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଏହି କୋଷାଧ୍ୟକ୍ଷ ନିକଟକୁ, ଅର୍ଥାତ୍‍, ଗୃହର ଅଧ୍ୟକ୍ଷ ଶିବ୍‍ନ ନିକଟକୁ ଯାଇ କୁହ,

Gade chapit la Kopi

ପବିତ୍ର ବାଇବଲ

15 ମୋର ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ, “ତୁମ୍ଭେ ଗୃହର ଅଧ୍ୟକ୍ଷ ଶୀବନ ନିକଟକୁ ଯାଇ କୁହ,

Gade chapit la Kopi




ଯିଶାଇୟ 22:15
12 Referans Kwoze  

ତେବେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ, ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ତାହା ନିକଟକୁ ଆସିଲେ।


ପୁଣି ସେମାନେ ରାଜାଙ୍କୁ ଡାକନ୍ତେ, ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ସେମାନଙ୍କ ନିକଟକୁ ଆସିଲେ।


ପୁଣି, ସେ ରାଜଗୃହାଧ୍ୟକ୍ଷ ଇଲିୟାକୀମ୍‍କୁ, ଶିବ୍‍ନ ଲେଖକଙ୍କୁ ଓ ଯାଜକମାନଙ୍କର ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇଲା।


ପୁଣି ରାଜଗୃହାଧ୍ୟକ୍ଷ ଇଲିୟାକୀମ୍‍କୁ ଓ ଶିବ୍‍ନ ଲେଖକଙ୍କୁ ଓ ଯାଜକମାନଙ୍କ ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସର ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇଲେ।


ଏଥିଉତ୍ତାରେ ହିଲ୍‍କିୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟଙ୍କ ନିକଟକୁ ଆସି ରବ୍‍ଶାକିର କଥାସବୁ ତାଙ୍କୁ ଜଣାଇଲେ।


ସେଥିରେ ସେ ଉଠି ଗମନ କଲେ । ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ଡାକୀ ନାମ୍ନୀ ରାଣୀଙ୍କର ଅଧିନସ୍ଥ ଜଣେ ଉଚ୍ଚ ପଦ ପ୍ରାପ୍ତ ଇଥିଓପିଆର ନପୁଂସକ, ଯେ ତାହାଙ୍କ ସମସ୍ତ ଧନଭଣ୍ଡାରର ବେବର୍ତ୍ତା (କୋଷାଧ୍ୟକ୍ଷ) ଥିଲେ, ସେ ଉପାସନା କରିବା ନିମନ୍ତେ ଯିରୂଶାଲମକୁ ଆସିଥିଲେ;


ତହିଁରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟ ନିକଟକୁ ଆସି ରବ୍‍ଶାକିର କଥାସବୁ ତାହାକୁ ଜଣାଇଲେ।


ଏଥିରେ ଇଲିୟାକୀମ୍‍, ଶିବ୍‍ନ ଓ ଯୋୟାହ ରବ୍‍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କୁହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି, ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କୁହନ୍ତୁ।”


ଆଉ, ଅଦୀୟେଲର ପୁତ୍ର ଅସ୍ମାବତ୍‍ ରାଜାଙ୍କ କୋଷାଧ୍ୟକ୍ଷ, ପୁଣି, ଉଷୀୟର ପୁତ୍ର ଯୋନାଥନ କ୍ଷେତ୍ର, ନଗର ଓ ଗ୍ରାମ ଓ ଦୁର୍ଗସ୍ଥିତ ଭଣ୍ଡାରସବୁର ଅଧ୍ୟକ୍ଷ ଥିଲା।


ଏଥିରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ଓ ଶିବ୍‍ନ ଓ ଯୋୟାହ ରବ୍‍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ। ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କହନ୍ତୁ।”


ଏହେତୁ ଗୃହାଧ୍ୟକ୍ଷ ଓ ନଗରାଧ୍ୟକ୍ଷ, ମଧ୍ୟ ପ୍ରାଚୀନମାନେ ଓ ସନ୍ତାନଗଣର ପ୍ରତିପାଳକମାନେ ଯେହୂଙ୍କ ନିକଟକୁ ଏହି କଥା କହି ପଠାଇଲେ, “ଆମ୍ଭେମାନେ ଆପଣଙ୍କର ଦାସ ଓ ଆପଣ ଆମ୍ଭମାନଙ୍କୁ ଯାହା ଯାହା ଆଜ୍ଞା କରିବେ, ଆମ୍ଭେମାନେ ତାହାସବୁ କରିବୁ; ଆମ୍ଭେମାନେ କୌଣସି ଲୋକକୁ ରାଜା କରିବୁ ନାହିଁ; ଆପଣଙ୍କ ଦୃଷ୍ଟିରେ ଯାହା ଭଲ, ତାହା ଆପଣ କରନ୍ତୁ।”


ପୁଣି, ଅହୀଶାର୍‍ ଗୃହାଧ୍ୟକ୍ଷ ଥିଲା ଓ ଅବ୍‍ଦର ପୁତ୍ର ଅଦୋନୀରାମ୍‍ ବେଠିକର୍ମର ଅଧ୍ୟକ୍ଷ ଥିଲା।


Swiv nou:

Piblisite


Piblisite