Biblia Todo Logo
Bib sou entènèt

- Piblisite -




ଯିଶାଇୟ 22:19 - ଓଡିଆ ବାଇବେଲ

19 ପୁଣି, ଆମ୍ଭେ ତୁମ୍ଭକୁ ତୁମ୍ଭ ପଦରୁ ତଡ଼ି ଦେବା ଓ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ଆଣି ତଳକୁ ପକାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି, ଆମ୍ଭେ ତୁମ୍ଭକୁ ତୁମ୍ଭ ପଦରୁ ତଡ଼ି ଦେବା ଓ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ଆଣି ତଳକୁ ପକାଇବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ଆମ୍ଭେ ତୁମ୍ଭକୁ ତୁମ୍ଭ ପଦରୁ ତଡ଼ିଦେବା ଓ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ଆଣି ତଳକୁ ପକାଇବେ।

Gade chapit la Kopi

ପବିତ୍ର ବାଇବଲ

19 ପୁଣି ମୁଁ ତୁମ୍ଭକୁ ତୁମ୍ଭର ପଦରୁ ତଡ଼ି ଦେବି ଏବଂ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ତଳକୁ ପକାଇବେ।

Gade chapit la Kopi




ଯିଶାଇୟ 22:19
5 Referans Kwoze  

ତହିଁରେ ଆମ୍ଭେ ସଦାପ୍ରଭୁ ଯେ ଉଚ୍ଚ ବୃକ୍ଷକୁ ନୀଚ କରିଅଛୁ ଓ ନୀଚ ବୃକ୍ଷକୁ ଉଚ୍ଚ କରିଅଛୁ, ସତେଜ ବୃକ୍ଷକୁ ଶୁଷ୍କ କରିଅଛୁ ଓ ଶୁଷ୍କ ବୃକ୍ଷକୁ ସତେଜ କରିଅଛୁ, ଏହା କ୍ଷେତ୍ରସ୍ଥ ଯାବତୀୟ ବୃକ୍ଷ ଜାଣିବେ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ସିଦ୍ଧ କରିଅଛୁ।


ସେ ଶାସନକର୍ତ୍ତାମାନଙ୍କୁ ସିଂହାସନରୁ ବାହାର କରିଅଛନ୍ତି, ଦୀନହୀନମାନଙ୍କୁ ଉଠାଇଅଛନ୍ତି,


ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। [ସେଲା]


Swiv nou:

Piblisite


Piblisite