Biblia Todo Logo
Bib sou entènèt

- Piblisite -




ଯିଶାଇୟ 22:20 - ଓଡିଆ ବାଇବେଲ

20 ଆଉ, ସେହି ଦିନ ଆମ୍ଭେ ଆପଣା ଦାସକୁ, ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍କୁ ଡାକିବା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଆଉ, ସେଦିନ ଆମ୍ଭେ ଆପଣା ଦାସକୁ, ହିଲ୍‍କୀୟର ପୁତ୍ର ଇଲୀୟାକୀମ୍କୁ ଡାକିବା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ, ସେହି ଦିନ ଆମ୍ଭେ ଆପଣା ଦାସକୁ, ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍କୁ ଡାକିବା;

Gade chapit la Kopi

ପବିତ୍ର ବାଇବଲ

20 ଆଉ ସେଦିନ ଆମ୍ଭେ ଆପଣା ଦାସ ହି‌ଲ୍‌‌‌କିୟର ପୁତ୍ର ଇଲିୟାକିମଙ୍କୁ ଡାକିବା।

Gade chapit la Kopi




ଯିଶାଇୟ 22:20
6 Referans Kwoze  

ତେବେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ, ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ତାହା ନିକଟକୁ ଆସିଲେ।


ପୁଣି ସେମାନେ ରାଜାଙ୍କୁ ଡାକନ୍ତେ, ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ବାହାର ହୋଇ ସେମାନଙ୍କ ନିକଟକୁ ଆସିଲେ।


ପୁଣି, ସେ ରାଜଗୃହାଧ୍ୟକ୍ଷ ଇଲିୟାକୀମ୍‍କୁ, ଶିବ୍‍ନ ଲେଖକଙ୍କୁ ଓ ଯାଜକମାନଙ୍କର ପ୍ରାଚୀନବର୍ଗଙ୍କୁ ଅଖା ଘୋଡ଼ାଇ ଆମୋସଙ୍କ ପୁତ୍ର ଯିଶାଇୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ପଠାଇଲା।


ତହିଁରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟ ନିକଟକୁ ଆସି ରବ୍‍ଶାକିର କଥାସବୁ ତାହାକୁ ଜଣାଇଲେ।


ଏଥିଉତ୍ତାରେ ହିଲ୍‍କିୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟଙ୍କ ନିକଟକୁ ଆସି ରବ୍‍ଶାକିର କଥାସବୁ ତାଙ୍କୁ ଜଣାଇଲେ।


ଏଥିରେ ଇଲିୟାକୀମ୍‍, ଶିବ୍‍ନ ଓ ଯୋୟାହ ରବ୍‍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କୁହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି, ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କୁହନ୍ତୁ।”


Swiv nou:

Piblisite


Piblisite