Biblia Todo Logo
Bib sou entènèt

- Piblisite -




ଯିଶାଇୟ 22:21 - ଓଡିଆ ବାଇବେଲ

21 ପୁଣି, ଆମ୍ଭେ ତୁମ୍ଭର ଚୋଗା ତାହାକୁ ପରିଧାନ କରାଇବା ଓ ତୁମ୍ଭ କଟିବନ୍ଧନୀରେ ତାହାକୁ ବଳବାନ କରିବା ଓ ତୁମ୍ଭର କର୍ତ୍ତୃତ୍ୱାଧିକାର ତାହା ହସ୍ତରେ ସମର୍ପଣ କରିବା; ତହିଁରେ ସେ ଯିରୂଶାଲମ ନିବାସୀମାନଙ୍କର ଓ ଯିହୁଦା ବଂଶର ପିତା ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପୁଣି, ଆମ୍ଭେ ତୁମ୍ଭର ଚୋଗା ତାହାକୁ ପରିଧାନ କରାଇବା ଓ ତୁମ୍ଭ କଟିବନ୍ଧନୀରେ ତାହାକୁ ବଳବାନ କରିବା ଓ ତୁମ୍ଭର କର୍ତ୍ତୃତ୍ଵାଧିକାର ତାହା ହସ୍ତରେ ସମର୍ପଣ କରିବା; ତହିଁରେ ସେ ଯିରୂଶାଲମ ନିବାସୀମାନଙ୍କର ଓ ଯିହୁଦା ବଂଶର ପିତା ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ଆମ୍ଭେ ତୁମ୍ଭର ଚୋଗା ତାହାକୁ ପରିଧାନ କରାଇବା ଓ ତୁମ୍ଭ କଟିବନ୍ଧନୀରେ ତାହାକୁ ବଳବାନ କରିବା ଓ ତୁମ୍ଭର କର୍ତ୍ତୃତ୍ୱାଧିକାର ତାହା ହସ୍ତରେ ସମର୍ପଣ କରିବା; ତହିଁରେ ସେ ଯିରୂଶାଲମ ନିବାସୀମାନଙ୍କର ଓ ଯିହୁଦା ବଂଶର ପିତା ହେବ।

Gade chapit la Kopi

ପବିତ୍ର ବାଇବଲ

21 ସେଦିନ ମୁଁ ତୁମ୍ଭର ପରିଧାନ ନେଇ ତାକୁ ପିନ୍ଧାଇବି। ମୁଁ ତୁମ୍ଭର କର୍ତ୍ତୃତ୍ୱାଧିକାର ତାକୁ ସମର୍ପଣ କରିବି। ତେଣୁ ସେ ଯିରୁଶାଲମ ନିବାସୀ ଓ ଯିହୁଦା ବଂଶର ପିତା ହେବ।

Gade chapit la Kopi




ଯିଶାଇୟ 22:21
8 Referans Kwoze  

ଏନିମନ୍ତେ ତୁମ୍ଭେମାନେ ଯେ ମୋତେ ଏ ସ୍ଥାନକୁ ପଠାଇ ଅଛ, ତାହା ନୁହେଁ, ପରମେଶ୍ୱର ପଠାଇ ଅଛନ୍ତି; ପୁଣି, ସେ ମୋତେ ଫାରୋଙ୍କର ପିତା ଓ ତାଙ୍କ ଗୃହର ପ୍ରଭୁ ଓ ସମସ୍ତ ମିସର ଦେଶର କର୍ତ୍ତା କରିଅଛନ୍ତି।


ଏଉତ୍ତାରୁ ମର୍ଦ୍ଦଖୟ ନୀଳ ଓ ଶୁକ୍ଳବର୍ଣ୍ଣ ରାଜକୀୟ ବସ୍ତ୍ର ପିନ୍ଧି, ମସ୍ତକରେ ସୁବର୍ଣ୍ଣମୟ ବୃହତ୍‍ ମୁକୁଟ ଦେଇ, ସରୁ ଓ ଧୂମ୍ରବର୍ଣ୍ଣ ଉତ୍ତରୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ହୋଇ ରାଜା ଛାମୁରୁ ବାହାରକୁ ଗଲ; ତହିଁରେ ଶୂଶନ୍‍ ରାଜଧାନୀ ଆନନ୍ଦ ଓ ହର୍ଷନାଦରେ ପରିପୂର୍ଣ୍ଣ ହେଲା।


ଏଥିରେ ରାଜା ହାମନ୍‍ଠାରୁ ଯେଉଁ ଅଙ୍ଗୁରୀୟ ନେଇଥିଲେ, ତାହା କାଢ଼ି ମର୍ଦ୍ଦଖୟଙ୍କୁ ଦେଲେ, ପୁଣି ଏଷ୍ଟର ହାମନ୍‍ର ଗୃହ ଉପରେ ମର୍ଦ୍ଦଖୟଙ୍କୁ ନିଯୁକ୍ତ କଲେ।


ପୁଣି, ଯୋନାଥନ ଆପଣା ଦେହରୁ ଚୋଗା କାଢ଼ି ଦାଉଦଙ୍କୁ ଦେଲା, ମଧ୍ୟ ଆପଣା ବସ୍ତ୍ର ଓ ଖଡ୍ଗ ଓ ଧନୁ ଓ କଟିବନ୍ଧନ ପର୍ଯ୍ୟନ୍ତ ତାଙ୍କୁ ଦେଲା।


ମୁଁ ଦୀନହୀନ ପ୍ରତି ପିତା ସ୍ୱରୂପ ଥିଲି ଓ ମୋ’ ଅଜ୍ଞାତ ଲୋକର ଗୁହାରି ମୁଁ ତଦନ୍ତ କଲି।


ସେମାନଙ୍କ କଟୀରେ ପଟୁକା ବନ୍ଧା, ମସ୍ତକରେ ରଙ୍ଗ ଚିତ୍ରିତ ଭୂଷଣ ଥିଲା, ସେମାନେ ସମସ୍ତେ ଦେଖିବାକୁ କଲ୍‍ଦୀୟ ଦେଶଜାତ ବାବିଲୀୟମାନଙ୍କ ରୂପବିଶିଷ୍ଟ ଅଧିପତିଗଣର ତୁଲ୍ୟ ଥିଲେ।


Swiv nou:

Piblisite


Piblisite