Biblia Todo Logo
Bib sou entènèt

- Piblisite -




ଯିଶାଇୟ 22:22 - ଓଡିଆ ବାଇବେଲ

22 ପୁଣି, ଆମ୍ଭେ ଦାଉଦବଂଶର ଚାବି ତାହାର ସ୍କନ୍ଧରେ ରଖିବା, ସେ ଫିଟାଇଲେ, କେହି ବନ୍ଦ କରିବ ନାହିଁ ଓ ସେ ବନ୍ଦ କଲେ, କେହି ଫିଟାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ପୁଣି, ଆମ୍ଭେ ଦାଉଦ-ବଂଶର ଚାବି ତାହାର ସ୍କନ୍ଧରେ ରଖିବା, ସେ ଫିଟାଇଲେ, କେହି ବନ୍ଦ କରିବ ନାହିଁ ଓ ସେ ବନ୍ଦ କଲେ, କେହି ଫିଟାଇବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ପୁଣି, ଆମ୍ଭେ ଦାଉଦ-ବଂଶର ଚାବି ତାହାର ସ୍କନ୍ଧରେ ରଖିବା, ସେ ଫିଟାଇଲେ, କେହି ବନ୍ଦ କରିବ ନାହିଁ ଓ ସେ ବନ୍ଦ କଲେ, କେହି ଫିଟାଇବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

22 “ପୁଣି ମୁଁ ଦାଉଦ ବଂଶର ଗ୍ଭବି ତାହାର କାନ୍ଧରେ ରଖିବି। ସେ ଦ୍ୱାର ଖୋଲିଲେ କେହି ବନ୍ଦ କରି ପାରିବେ ନାହିଁ। ପୁଣି ସେ ବନ୍ଦ କଲେ କେହି ଖୋଲିବେ ନାହିଁ। ମୋର ସେହି ଦାସ ନିଜର ପିତୃବଂଶର ଗୌରବର ସିଂହାସନ ସ୍ୱରୂପ ହେବ।

Gade chapit la Kopi




ଯିଶାଇୟ 22:22
9 Referans Kwoze  

ଫିଲାଦେଲ୍‌ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,


ଦେଖ, ସେ ଭାଙ୍ଗି ପକାନ୍ତି, ଆଉ ତାହା ପୁନଃର୍ନିର୍ମିତ ହୋଇ ନ ପାରେ; ସେ ମନୁଷ୍ୟକୁ ରୁଦ୍ଧ କଲେ, ଆଉ ମୁକୁଳା ହୋଇ ନ ପାରେ।


ଭୟ କର ନାହିଁ, ଆମ୍ଭେ ପ୍ରଥମ ଓ ଶେଷ, ପୁଣି, ସ୍ୱୟଂଜୀବୀ; ଆମ୍ଭେ ମୃତ ହେଲୁ, ଆଉ ଦେଖ, ଆମ୍ଭେ ଯୁଗେ ଯୁଗେ ଜୀବିତ ଅଟୁ, ପୁଣି, ଆମ୍ଭର ହସ୍ତରେ ମୃତ୍ୟୁ ଓ ପାତାଳର ଚାବି ଅଛି ।


ଏଥିଉତ୍ତାରେ ଦାଉଦବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା।


ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋ’ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ ?


କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।


ତେବେ ନିଶ୍ଚୟ ମୁଁ ଆପଣା ସ୍କନ୍ଧରେ ତାହା ବହନ୍ତି ଓ ମୁକୁଟ ପରି ତାହା ବାନ୍ଧନ୍ତି।


Swiv nou:

Piblisite


Piblisite